FNN WEB

FNN WEB

ଭଞ୍ଜନଗରରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଆହ୍ବାନ

ଭଞ୍ଜନଗରରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ବିରୋଧୀଙ୍କୁ ଭୋଟରେ ଜବାବ ଦେବାକୁ ଆହ୍ବାନ

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି। ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି...

ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବିରୋଧୀଙ୍କୁ ବିଜେଡିର ଟାର୍ଗେଟ

ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବିରୋଧୀଙ୍କୁ ବିଜେଡିର ଟାର୍ଗେଟ

ଭୁବନେଶ୍ବର: ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବିରୋଧୀଙ୍କୁ ବିଜେଡି ନେତା ସଞ୍ଜୟ ଦାସବର୍ମା ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଭାଷା, ସାହିତ୍ୟ ଓ ସଂସ୍କୃତି ଏକ ଜାତିର...

ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ୫ ତାରିଖରେ ପୁଣି ଓଡ଼ିଶା ଆସୁଛନ୍ତି। ଏନେଇ ବିଜେପି ଉପ ସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ବିଜେପି...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର/ନୀଳଗିରି: ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଗତକାଲି ବିଜେଡିରୁ ଇସ୍ତଫା ଦେଇଥିବା ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ କରିଛି ବିଜେପି। ୨୦୧୯ରେ ବିଜୁ ଜନତା...

କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜି: ପଶ୍ଚିମ ଓଡ଼ିଶାରେ ନବୀନ କ୍ରେଜ୍। ଆଜି ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ...

ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡ଼ାରୁ ଆଶାୟୀ ଅନୁଭବ ପଟ୍ଟନାୟକ

ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡ଼ାରୁ ଆଶାୟୀ ଅନୁଭବ ପଟ୍ଟନାୟକ

ଭୁବନେଶ୍ବqର: ଟିକେଟ୍‌ ନମିଳିବା ପରେ ବିଜେଡିରୁ ଅନୁଭବ ପଟ୍ଟନାୟକ ଇସ୍ତଫ ଦେଇଛନ୍ତି। ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ, ଟିକେଟ୍ ପାଇବାରୁ ବଞ୍ଚିତ ହେବା...

ଆଉ ୬ ଆସନରେ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ଆଉ ୬ ଆସନରେ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ...

ବାଲିଗୁଡାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ବାଲିଗୁଡାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ...

କେନ୍ଦ୍ର ବିଜେପି ଜାଣିଛି ଓଡ଼ିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି: ବିଜେଡି

କେନ୍ଦ୍ର ବିଜେପି ଜାଣିଛି ଓଡ଼ିଶା ବିଜେପି ଶୋଚନୀୟ ପରାଜୟ ଆଡ଼କୁ ଯାଉଛି: ବିଜେଡି

ଚାଷୀଙ୍କ ପାଇଁ ବିଜେପିର କୁମ୍ଭୀର କାନ୍ଦଣାଭୁବନେଶ୍ବର: ଓଡିଶା ବିଜେପି ସଭାପତି ଚାଷୀଙ୍କ ବିଷୟରେ କିଛି ବକ୍ତବ୍ୟ ରଖିଛନ୍ତି। ଏହା ତାଙ୍କ କୁମ୍ଭୀର କାନ୍ଦଣାକୁ ଦର୍ଶାଉଛି। ୨୦୧୭ ମାର୍ଚ୍ଚରେ...

Page 322 of 328 1 321 322 323 328
  • Trending
  • Comments
  • Latest

Recent News