ମୁଖ୍ୟ ଖବର

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ: ୨୦୩୬ ପାଇଁ ପ୍ରସ୍ତୁତ ହୋଇଛି ୩୬ ସ୍ୱତନ୍ତ୍ର ଯୋଜନା: ମୁଖ୍ୟମନ୍ତ୍ରୀ

ଜଗନ୍ନାଥ ଧାମକୁ ଐତିହାସିକ ଧର୍ମୀୟ-ସାଂସ୍କୃତିକ ପର୍ଯ୍ୟଟନସ୍ଥଳୀ କରିବା ପାଇଁ ସରକାର ପ୍ରତିବଦ୍ଧଓଡ଼ିଶାର ଭିତ୍ତିଭୂମି ବିକାଶରେ ଡବଲ ଇଞ୍ଜିନ ସରକାର ଦୁଇଗୁଣା ଗତିରେ କାମ କରୁଛିଓଡ଼ିଆ ଅସ୍ମିତାକୁ ଆମ...

Read moreDetails

ବିକଶିତ ଭାରତ ଲକ୍ଷ୍ୟ ନେଇ ଆଗକୁ ବଢୁଛି ଦେଶ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସରେ ଦିଲ୍ଲୀର ଲାଲକିଲ୍ଲାର ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ତାଙ୍କ ଅଭିଭାଷଣରେ ଶ୍ରୀ ମୋଦୀ ଭାରତର...

Read moreDetails

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ- ନାରୀ ସୁରକ୍ଷା...

Read moreDetails

ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ସର୍ବଶ୍ରେଷ୍ଠ ପୁରସ୍କାରରେ ଓଡିଶା ସମ୍ମାନିତ

ଭୁବନେଶ୍ୱର : ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ପାଳିତ ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ...

Read moreDetails

ପାତାଳି ଶ୍ରୀକ୍ଷେତ୍ର ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଉଲୁଣ୍ଡା: ସୁବର୍ଣ୍ଣପୁରଜିଲ୍ଲା ପର୍ଯ୍ୟଟନର ହବ୍‌ ହେବ। ଜିଲ୍ଲାରେ ଅନେକଗୁଡ଼ିଏ ଐତିହାସିକ ପର୍ଯ୍ୟଟନସ୍ଥଳୀ ‌ରହିଛି। ମନ୍ଦିର ମାଳିନୀ ସୋନପୁର, ମା’ ମେଟାକାନୀ, ପାତାଳି ଶ୍ରୀକ୍ଷେତ୍ର ଭଳି ସ୍ଥାନଗୁଡ଼ିକରେ ରାଜ୍ୟ...

Read moreDetails

ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି

ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳଭୁବନେଶ୍ୱର : କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଅଞ୍ଚଳରେ ଜଣେ ଦଳିତ ନାବାଳିକାର ଗଣଦୁଷ୍କର୍ମ ସାମ୍ନାକୁ ଆସିବା ପରେ, ରାଜ୍ୟରେ...

Read moreDetails

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Read moreDetails

କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ବୟନ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର...

Read moreDetails

ପଛକୁ ପଛ ଆସୁଛି ଲଘୁଚାପ : ୧୨ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିବ ବର୍ଷା। ପ୍ରାୟ ଦୁଇ ସପ୍ତାହର ବିରତି ପରେ ସକ୍ରିୟ ହେବ ମୌସୁମୀ। ବଙ୍ଗୋପସାଗରରେ ପଛକୁ ପଛ ଦୁଇଟି ଲଘୁଚାପ ଆସୁଥିବା...

Read moreDetails
Page 108 of 292 1 107 108 109 292
  • Trending
  • Comments
  • Latest

Recent News