ମୁଖ୍ୟ ଖବର

ନାରୀ ନିର୍ଯାତନା ବଢୁଥିବାବେଳେ ସରକାର ଅସହାୟ: ବିଜେଡ଼ି

ଭୁବନେଶ୍ବର: ବରଗଡ ଜିଲ୍ଲା ଗାଏସିଲଟ ପ୍ରସଙ୍ଗରେ ବିଜେଡିର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବର୍ତ୍ତମାନ ନାବାଳିକା ଓ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ି ବଢ଼ି ଚାଲିଛି।....

Read moreDetails

ପୋଡ଼ି ହୋଇ ଆଖି ବୁଜିଲେ ଆଉ ଜଣେ ଝିଅ

ବରଗଡ଼ : ପୁଣି ଜଣେ ଝିଅ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି। ବରଗଡ଼ ଜିଲ୍ଲା ଗାଏସିଲାଟ ଥାନା ଫିରିଙ୍ଗିମାଲ ଗାଁର ନାବାଳିକା ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଝିଛନ୍ତି।...

Read moreDetails

କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଖୁବ୍‌ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସଓଡିଶା ମହିଳାଙ୍କ ଅଶାର କିରଣ ସାଜିଛି ‘ସୁଭଦ୍ରା’୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବ୍ୟୟରେ ୪୩୬ ଟି ପ୍ରକଳ୍ପ ଭିତ୍ତି...

Read moreDetails

ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା

ବ୍ରହ୍ମପୁର : ୨୦୩୬ ମସିହାରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ । ୨୦୪୭ରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ...

Read moreDetails

ଲୋକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

ଭୁବନେଶ୍ବର : ରାଜ୍ୟରେ ମହିଳା, ଛାତ୍ର ଓ ଶାରିରୀକ ଭିନ୍ନକ୍ଷମଙ୍କୁ ସାମାଜିକ ଓ ଆର୍ଥିକସ୍ତରରେ ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବା ପାଇଁ ରାଜ୍ୟବ୍ୟାପୀ କାର୍ଯ୍ୟକରିବ ସାମାଜିକ ଓ...

Read moreDetails

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ

ଜୟପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରକ୍ଷାବନ୍ଧନ ଉତ୍ସବରେ ସାମିଲ ହୋଇଛନ୍ତି । ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ...

Read moreDetails

ଅଗଷ୍ଟ କ୍ରାନ୍ତି ବୀରଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତବର୍ଷକୁ ସହଜରେ ସ୍ୱାଧୀନତା ମିଳିନାହିଁ I ଆମେ ଏକ କଷ୍ଟଲବ୍ଧ ସ୍ୱାଧୀନତା ପାଇଛେ । ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ଓ ତ୍ୟାଗ ଫଳରେ...

Read moreDetails

କେନ୍ଦ୍ର କ୍ୟାବିନେଟ ବୈଠକରେ ୫ଟି ବଡ଼ ନିଷ୍ପତ୍ତି

୩ ତେଲ କମ୍ପାନୀକୁ ୩୦ ହଜାର କୋଟିର ସବସିଡିନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ପାଞ୍ଚଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଛି।...

Read moreDetails

ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

ଜନସାଧାରଣଙ୍କ ଅଂଶଗ୍ରହଣ ଓ ସମ୍ପୃକ୍ତିକୁ ଏହା ପ୍ରୋତ୍ସାହିତ କରିବ: ବାଚସ୍ପତି ଭୁବନେଶ୍ୱର : ଆଜି ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ...

Read moreDetails
Page 109 of 292 1 108 109 110 292
  • Trending
  • Comments
  • Latest

Recent News