ମୁଖ୍ୟ ଖବର

ଆକାଂକ୍ଷୀ ଜିଲ୍ଲା ମାନଙ୍କର ଆକାଂକ୍ଷା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଆକାଂକ୍ଷୀ ଜିଲ୍ଲା ଏବଂ ବ୍ଲକ ଗୁଡିକରେ ରାଜ୍ୟ ସ୍ତରୀୟ "ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ" ଆୟୋଜିତ ଭୁବନେଶ୍ଵର : ରାଜ୍ୟ କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ...

Read moreDetails

ସିନ୍ଦୂର ବିତର୍କ: କଂଗ୍ରେସକୁ ମନଇଚ୍ଛା ଧୋଇଲେ ପ୍ରଧାନମନ୍ତ୍ରୀ

୨୨ ଏପ୍ରିଲର ବଦଲା ୨୨ ମିନିଟରେ ନିଆଯାଇଥିଲାପାକିସ୍ତାନର ପରମାଣୁ ଧମକ କାମ କରିନଥିଲାକୌଣସି ବିଶ୍ୱ ନେତା ଭାରତକୁ ଅପରେସନ ବନ୍ଦ କରିବାକୁ କହି ନଥିଲେନୂଆଦିଲ୍ଲୀ: ଅପରେସନ ସିନ୍ଦୂର...

Read moreDetails

ଶାହଙ୍କୁ ଚୁପ୍ କରାଇଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ସଂସଦରେ ଅପରେସନ ସିନ୍ଦୂର ବିତର୍କ ଉପରେ ଭାଷଣ ଦେଇ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ସେନାର ସାହସିକତାକୁ ସଲାମ କରିଥିଲେ। ତାଙ୍କ ଭାଷଣରେ ସେ ପ୍ରତିରକ୍ଷା...

Read moreDetails

ସାହସ ଅଛି ତ ଟ୍ରମ୍ପ୍‌ଙ୍କୁ ମିଛୁଆ ବୋଲି କୁହନ୍ତୁ ମୋଦୀ : ରାହୁଲ

ନୂଆଦିଲ୍ଲୀ:ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି...

Read moreDetails

‘ପ୍ରଳୟ’ କ୍ଷେପଣାସ୍ତ୍ରର ଦୁଇଟି ସଫଳ ପରୀକ୍ଷଣ ସମ୍ପନ୍ନ

ବାଲେଶ୍ୱର : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପ୍ରଳୟ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି। ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ...

Read moreDetails

ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଆଗକୁ ନେଉଛନ୍ତି : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ ଭୁବନେଶ୍ୱର : ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି...

Read moreDetails

ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠସ୍ଥ ଅନ୍ଧାରୁଆଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନରେ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତିଷ୍ଠାନ ପରିସର ମଧ୍ୟରେ...

Read moreDetails

ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଆଜି ସ୍ଥାନୀୟ କୃଷିଭବନ ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ...

Read moreDetails

କିମ୍‍ସରେ ୮୭ବର୍ଷ ବୟସ୍କା ମହିଳାଙ୍କ ଦୁଇ ଆଣ୍ଠୁ ପ୍ରତିରୋପଣ

ଭୁବନେଶ୍ୱର: କିମ୍‍ସ ସୁପର ସ୍ପେସିଆଲିଟି ହସ୍‍ପିଟାଲରେଜଣେ ୮୭ ବର୍ଷୀୟା ମହିଳାଙ୍କଠାରେ ଉଭୟ ଆଣ୍ଠୁର ସଫଳ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଛି। ଜଣେ ବୟସ୍କା ମହିଳାଙ୍କ ଦୁଇଟି ଆଣ୍ଠୁର ସମ୍ପୂର୍ଣ୍ଣ...

Read moreDetails
Page 114 of 292 1 113 114 115 292
  • Trending
  • Comments
  • Latest

Recent News