ମୁଖ୍ୟ ଖବର

ଲୋକଙ୍କ ସୁଖଦୁଃଖରେ ଅଛନ୍ତି ‘ଲୋକଙ୍କ ସରକାର’

୯୧ ପ୍ରତିଶତ ଅଭିଯୋଗର ସମାଧାନଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୩ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ...

Read moreDetails

କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ ସିଂହଦେଓ

ଏଫସିଆଇ ଦ୍ୱାରା ଚାଉଳ ସଂଗ୍ରହ ବିଷୟରେ ଆଲୋଚନା ଭୁବନେଶ୍ୱର : ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ତାଙ୍କ...

Read moreDetails

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା...

Read moreDetails

ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ବର: ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲେ ବିଜେଡି ଟିମ । ବିଜେଡି ସାଧାରଣ ସମ୍ପାଦକ ତଥା...

Read moreDetails

ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା: ମୁଖ୍ୟମନ୍ତ୍ରୀ

ଦୁଇ ଦିନିଆ ଗରିମା ଜାତୀୟ କର୍ମଶାଳା ଉଦ୍‌ଘାଟନ ୧୦ ଲକ୍ଷ ଟଙ୍କାର ଜୀବନ ବୀମା, କର୍ମକ୍ଷେତ୍ରରେ ଜୀବନହାନୀ ପାଇଁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ୭ଟି...

Read moreDetails

ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାରସ୍ୱତ ସାଧିକା ପ୍ରତିଭା ରାୟଙ୍କୁ ଅଟଳ ଶ୍ରେଷ୍ଠ ଓଡ଼ିଆ ରତ୍ନ ସମ୍ମାନ ଅଟଳ ଜୀ ଗୋଟିଏ ଦଳର ପ୍ରତିନିଧି ଥିଲେ ସତ କିନ୍ତୁ ଜନତାଙ୍କ ମନର...

Read moreDetails

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ, ୫୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର :...

Read moreDetails

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ...

Read moreDetails

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର : ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା। 869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ...

Read moreDetails
Page 115 of 292 1 114 115 116 292
  • Trending
  • Comments
  • Latest

Recent News