ମୁଖ୍ୟ ଖବର

ଆନ୍ତର୍ଜାତିକ ମହିଳା ଦିବସରେ ୧ କୋଟି ୬୪ ହଜାର ମହିଳା ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି

ଗଂଜାମ ଜିଲ୍ଲା ପାଇଁ ୬୩୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମହିଳା ହିଂସାରେ ଲିପ୍ତ ବ୍ୟକ୍ତି ମାନଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ...

Read moreDetails

କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍...

Read moreDetails

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା

ଅଦ୍ୟାବଧି କ୍ରୟ ହେଲାଣି ପ୍ରାୟ ୭୦ ଲକ୍ଷ ମେଟ୍ରିକ ଟନ ଧାନ ଭୁବନେଶ୍ୱର : ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର...

Read moreDetails

ରାଜ୍ୟସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ: ଓଡ଼ିଶାର ଝିଅମାନଙ୍କୁ ନିର୍ଭୟରେ ସ୍ୱପ୍ନ ଦେଖିବାକୁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଅନ୍ତର୍ଜାତୀୟ ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ପ୍ରତ୍ୟେକ ଝିଅ ମାନଙ୍କୁ ନିର୍ଭୟରେ ସ୍ୱପ୍ନ ଦେଖିବାକୁ ଆହ୍ୱାନ ଦେଇଛନ୍ତି...

Read moreDetails

ବିଜୁଙ୍କ ପ୍ରତି ‘ଅପମାନ’ ଏବଂ ମହିଳା ସୁରକ୍ଷାକୁ ନେଇ ବିଜେଡି-କଂଗ୍ରେସର ହଟ୍ଟଗୋଳ

ବିଧାନସଭା ସୋମବାର ପର୍ଯ୍ୟନ୍ତ ମୁଲତବି ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ...

Read moreDetails

ପୁଲିସ ବିଭାଗର ଆଧୂନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ...

Read moreDetails

ଜିରୋ ଏଫଆଇଆର୍‌‌ ନ ରଖିଲେ ନିଲମ୍ବନ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୧୪ଟି ଥାନା ଉଦଘାଟିତ, ପୁଲିସ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ତାଗିଦଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିର୍ମିତ ଭୁବନେଶ୍ୱର ନୂଆପଲ୍ଲୀ ଥାନା ଗୃହ ସହିତ...

Read moreDetails

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ

ଗ୍ରୀଷ୍ମ ମୁକାବିଲା ପାଇଁ ପ୍ରସ୍ତୁତି:ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସହରାଞ୍ଚଳ ମାନଙ୍କରେ ଗ୍ରହଣ...

Read moreDetails

ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ

ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତିଭୁବନେଶ୍ୱର : ଓଡ଼ିଶା ସରକାର ଓ ମେଟା ଇଣ୍ଡିଆ ମିଳିତ ଭାବେ ଆଜି ଏକ ୟୁନିଫାଏଡ୍ ହ୍ଵାଟ୍ସଆପ୍ ଚାଟ୍‌ବଟ୍‌ ର...

Read moreDetails

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଜବରଦଖଲ ଉଚ୍ଛେଦକୁ ନେଇ ଜଟଣୀରେ ଉତ୍ତେଜନା ଜଟଣୀ : ଜଟଣୀରେ ସୀମା ଟପିଛି ଜିଲ୍ଲା ପ୍ରଶାସନ। ଜବରଦଖଲ ଉଛେଦକୁ ନେଇ ପ୍ରଶ୍ନ କରିବାରୁ ଗଣମାଧ୍ୟମ ପ୍ରତିନିଧି ଏବଂ...

Read moreDetails
Page 163 of 292 1 162 163 164 292
  • Trending
  • Comments
  • Latest

Recent News