ମୁଖ୍ୟ ଖବର

ଓଡ଼ିଶାରେ ନିବେଶ ପାଇଁ ଆଗ୍ରହୀ ଗୁଜୁରାଟର ମେଗା ଫୁଡ଼ ପାର୍କ କମ୍ପାନୀ

ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହୟତା ଯୋଗାଇ ଦିଆଯିବ : ଶ୍ରୀ ସିଂହଦେଓଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ ସଫଳତାର ସହ ସମାପ୍ତ ହେବା ପରେ ମଧ୍ୟ ଓଡ଼ିଶାକୁ...

Read moreDetails

ସାମାଜିକ ସହଯୋଗ ଓ ସଚେତନତା ମାଧ୍ୟମରେ କୁଷ୍ଠ ହାରିବ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ

ଭୁବନେଶ୍ୱର : କୁଷ୍ଠ ରୋଗକୁ ସହଜରେ ଚିହ୍ନଟ କରାଯାଇପାରେ ଏବଂ ଏହା ଆରୋଗ୍ୟସାଧ୍ୟ । ବ୍ୟାପକ ସଚେତନତା ଅଭାବରୁ ଏହା ଆଜିର ସମୟରେ ମଧ୍ୟ ଏକ ବ୍ୟାଧି...

Read moreDetails

ମୋଦି ଗ୍ୟାରେଣ୍ଟି ପରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରୁ ପୁଞ୍ଜି ବର୍ଷା

୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟିଭୁବନେଶ୍ବର: ଆଶାଠୁ ଅଧିକ ପୁଞ୍ଜି ନିବେଶ ପ୍ରତିଶ୍ରୁତି । ସଫଳ...

Read moreDetails

ଆମ ପାଇଁ ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ ଏହା ଏକ ପ୍ରତିବଦ୍ଧତା: ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫ରେ ସୁଭଦ୍ରାରୁ ମୁଦ୍ରାଭୁବନେଶ୍ୱର: ଆମ ପାଇଁ ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ ଏହା ଏକ ପ୍ରତିବଦ୍ଧତା । ରାଜ୍ୟର...

Read moreDetails

ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ : ସମ୍ପଦ ଚନ୍ଦ୍ର ସ୍ୱାଇଁ

ଭୁବନେଶ୍ୱର: ୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ...

Read moreDetails

ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଓଡ଼ିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ଆରମ୍ଭ ହୋଇଯାଇଛି ଉତ୍କର୍ଷ ଓଡ଼ିଶା-ମେକଇନ୍‌ ଓଡ଼ିଶା କନକ୍ଲେଭ। ଭୁବନେଶ୍ୱର ଜନତା ମଇଦାନ...

Read moreDetails

କୃଷି ବିକାଶରେ ସାମିଲ ହେବାକୁ ଉଦ୍ୟୋଗୀଙ୍କୁ ଆହ୍ୱାନ ଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦୁଇଦିନ ଧରି ଚାଲିଥିବା ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ ‘କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ- ଓଡ଼ିଶାରେ...

Read moreDetails

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ୪୦୭୫ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ଯ

ଭୁବନେଶ୍ୱର : "ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫" ର ଦ୍ୱିତୀୟ ଦିନର ଦ୍ୱିତୀୟ ଅଧିବେଶନର ବିଷୟବସ୍ତୁ ହେଉଛି "ସର୍କୁଲାର ଇକୋନୋମି"। ଏହି ଅଧିବେଶନରେ...

Read moreDetails

୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଜନତା ମଇଦାନଠାରେ ଓଡ଼ିଶାରେ...

Read moreDetails

ଉତ୍କର୍ଷ ଓଡ଼ିଶା କନକ୍ଲେଭ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ବିକାଶର ଶିଖର ଛୁଇଁବ ଓଡ଼ିଶା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଦେଶର ପ୍ରଗତିର ଏକ ଅଭିବୃଦ୍ଧି ଇଞ୍ଜିନ୍ ହୋଇଛି ଓଡ଼ିଶାସବୁଜ ଭବିଷ୍ୟତ ଏବଂ ସବୁଜ ପ୍ରଯୁକ୍ତି ଉପରେ ଭାରତ ଗୁରୁତ୍ୱ...

Read moreDetails
Page 176 of 291 1 175 176 177 291
  • Trending
  • Comments
  • Latest

Recent News