ମୁଖ୍ୟ ଖବର

ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି।...

Read moreDetails

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର‍୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ...

Read moreDetails

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁପୋଖରୀରେ ୨ ନାବାଳିକାଙ୍କ ମୃତ୍ୟୁ କୋରାପୁଟ: ଗୋଟିଏ ଦିନରେ ପାଞ୍ଚ ପାଞ୍ଚ ଜଣ ଛାତ୍ରଛାତ୍ରୀଙ୍କ ସଲିଳ ସମାଧି। କେଉଁଠି...

Read moreDetails

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

ସ୍ୱତନ୍ତ୍ର ସମାବେଶରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ବ୍ୟାଙ୍କ ଖାତାକୁ ଆସିବ ସୁଭଦ୍ରାର...

Read moreDetails

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନଦେଶରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସମବାୟ ନୀତି ୨୦୨୬ ର କାର୍ଯ୍ୟକାରିତାବଡମ୍ବା ଚିନିକଳର ପୁନରୁଦ୍ଧାରପାରାଦ୍ଵୀପରେ...

Read moreDetails

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ଦୁନିଆର ସବୁଠାରୁ ବୃହତ ସମବାୟ ସଂସ୍ଥା ଇଫକୋ: ଅମିତ୍ ଶାହା ପାରାଦୀପ: ୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀ ଠାରୁ ଇଫକୋ ଯେତେବେଳେ ଏହି ସାର କାରଖାନାକୁ...

Read moreDetails

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ...

Read moreDetails

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଭୁବନେଶ୍ୱର : ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ଗୁରୁବାର ମହାନ ଜନନାୟକ ବିଜୁ ବାବୁଙ୍କ ଜନ୍ମ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା...

Read moreDetails
Page 29 of 289 1 28 29 30 289
  • Trending
  • Comments
  • Latest

Recent News