ମୁଖ୍ୟ ଖବର

ନୀଳଗିରି ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ...

Read moreDetails

ଡିସେମ୍ବରରେ ବିଶ୍ୱ ଶକ୍ତି ନେତାଙ୍କ ସମ୍ମିଳନୀ ଆୟୋଜନ କରିବ ଓଡ଼ିଶା

ଭାରତର ଶକ୍ତି ଭବିଷ୍ୟତରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଓଡ଼ିଶା ପ୍ରସ୍ତୁତନୂଆଦିଲ୍ଲୀ: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ, ଆଇଆଇଟି କାନପୁର ଓ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ମିଳିତ...

Read moreDetails

ପ୍ରସ୍ତାବିତ ସାଇନ୍ସ ସିଟି ନିମନ୍ତେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର : ପୂର୍ବ ଭାରତରେ ବୈଜ୍ଞାନିକ ଅଧ୍ୟୟନ ଓ ଉଦ୍ଭାବନକୁ ପ୍ରୋତ୍ସାହନ ଦେବା ତଥା ବୈଜ୍ଞାନିକ ଅନୁସନ୍ଧିତ୍ସା ଏବଂ ଶିକ୍ଷା ପାଇଁ ବିଶେଷ କରି ଯୁବପିଢିଙ୍କ ମଧ୍ୟରେ...

Read moreDetails

୪୧ ବୁଥରେ ୯୧% ଭୋଟିଂ ହେଲା କେମିତି: ବିଜେଡି

ଭୁବନେଶ୍ୱର : ନୂଆପଡା ଉପନିର୍ବାଚନ ଫଳ ଶୁକ୍ରବାର ପ୍ରକାଶ ପାଇବାକୁ ଥିବାବେଳେ ବିଜେପି ଏହି ନିର୍ବାଚନକୁ ପ୍ରଭାବିତ କରିଥିବା ନେଇ ଅଭିଯେଗା ଆଣିଛି ବିଜୁ ଜନତା ଦଳ...

Read moreDetails

ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ...

Read moreDetails

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ 'ଉତ୍ସାହ' ଶୁଭାରମ୍ଭ ହୋଇଛି। ମହିଳା ଏବଂ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି...

Read moreDetails

ଡିଜିଟାଲ୍ ଜୀବନ ପ୍ରମାଣପତ୍ର ଏବଂ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ମେଗା ଶିବିର

ଖୋର୍ଦ୍ଧା ରୋଡ୍ : ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଦ୍ୱାରା ରେଳବାଇ ପେନସନଭୋଗୀ ଏବଂ ପରିବାର ପେନସନଭୋଗୀମାନଙ୍କ ଦ୍ୱାରା ଡିଜିଟାଲ୍ ଜୀବନ ପ୍ରମାଣପତ୍ର (DLC) ର...

Read moreDetails

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର: କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି।...

Read moreDetails

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

• ଓଡ଼ିଶା ଏକମାତ୍ର ରାଜ୍ୟଭାବେ ଶ୍ରୀଅନ୍ନ ପାଇଁ ଗୋଟିଏ ଦିନକୁ ଉତ୍ସର୍ଗ କରିଛି ।• ଓଡ଼ିଶା ପ୍ରଥମ ରାଜ୍ୟଭାବେ ବିଭିନ୍ନ ଭୂମିପ୍ରଜାତିର ସଂରକ୍ଷଣ ନିମନ୍ତେ ମାର୍ଗଦର୍ଶିକା ଜାରି...

Read moreDetails

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଯୋଗଦେଲେ ୨୪୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ...

Read moreDetails
Page 76 of 292 1 75 76 77 292
  • Trending
  • Comments
  • Latest

Recent News