• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଠାଣେ ରସାୟନ କାରଖାନାରେ ବିସ୍ଫୋରଣ, ୭ ମୃତ

FNN WEB by FNN WEB
May 23, 2024
in ଜାତୀୟ, ମୁଖ୍ୟ ଖବର
0
ଠାଣେ ରସାୟନ କାରଖାନାରେ ବିସ୍ଫୋରଣ, ୭ ମୃତ
0
SHARES
5
VIEWS

ଠାଣେ : ଗୁରୁବାର ମହାରାଷ୍ଟ୍ରର ମୁମ୍ବାଇ ଉପକଣ୍ଠରେ ଥିବା ଠାଣେସ୍ଥିତ ଏକ ରସାୟନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ପରେ କାରଖାନାରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ବିସ୍ଫୋରଣରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପଚାଶରୁ ଅଧିକ ଲୋକ ଆହତ ହୋଇଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି । କାରଖାନାଟି ଏମଆଇଡିସି ପରିସରରେ ଅବସ୍ଥିତ ।

ରାସାୟନିକ କାରଖାନାରେ ବିସ୍ଫୋରଣ ପରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଡୋମ୍ବିଭାଲୀ ଏମଆଇଡିସିର ଅମୁଦାନ କେମିକାଲ୍ କମ୍ପାନୀରେ ବଏଲର ବିସ୍ଫୋରଣ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଏହି ଘଟଣାରେ ୮ ଜଣଙ୍କୁ ନିଲମ୍ବିତ କରାଯାଇଛି। ଆହତଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଛି ଏବଂ ଅଧିକ ଆମ୍ବୁଲାନ୍ସ ପ୍ରସ୍ତୁତ କରାଯାଇଛି। ଫଡନବୀଶ କହିଛନ୍ତି ଯେ ସେ କଲେକ୍ଟରଙ୍କ ସହ ଆଲୋଚନା କରିଛନ୍ତି । ଏହା ବ୍ୟତୀତ ଏନଡିଆରଏଫ, ଏସଡିଆରଏଫ, ଫାୟାର ବ୍ରିଗେଡର ଦଳ ପହଞ୍ଚିଛନ୍ତି । ଅନ୍ୟପକ୍ଷରେ ଏହି ଦୁର୍ଘଟଣା କେଉଁ କାରଣରୁ ଘଟିଲା ତାହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।

Previous Post

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିଲା ପ୍ରଚାର, ଦିନକ ପରେ ମତଦାନ

Next Post

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

FNN WEB

FNN WEB

Next Post
ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.