• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

FNN WEB by FNN WEB
July 27, 2026
in ଓଡ଼ିଶା
0
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ
0
SHARES
2
VIEWS

ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ।
ସୂଚନାଯୋଗ୍ୟ, ସୁଶାନ୍ତ ସିଂହ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଓଡ଼ିଶା ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ତାଙ୍କର ରାଜନୈତିକ ଜୀବନରେ ସାଧାରଣ ଲୋକଙ୍କ ସେବା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ସେ ପରିଚିତ ଥିଲେ। ଶୋକ ତାଙ୍କ ଦେହାନ୍ତ ଖବର ପାଇ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବିଜେଡି ସମେତ ବିଭିନ୍ନ ଦଳର ନେତାମାନେ ତାଙ୍କ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି।
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

Previous Post

ବର୍ଷା ସ୍ଥିତି ଉପରେ ସରକାରଙ୍କ କଡ଼ା ନଜର, ଜିଲ୍ଲା ପ୍ରଶାସନକୁ ଆଲର୍ଟ

Next Post

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

FNN WEB

FNN WEB

Next Post
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

July 27, 2026
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

July 27, 2026
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

July 27, 2026
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

July 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

July 27, 2026
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

July 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.