• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

FNN WEB by FNN WEB
July 27, 2026
in ଓଡ଼ିଶା
0
ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ
0
SHARES
2
VIEWS

ଭୁବନେଶ୍ୱର : ଜାତୀୟ ସ୍ତରରେ ଓଡିଶାକୁ ର୍ଗବିତ କଲେ ଓଡିଆ ଝିଅ ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ୍ ଆଇଡଲ୍ ସିଜନ-୧୬ର ଗ୍ରାଣ୍ଡ୍ ଫିନାଲେରେ ବିଜୟର ମୁକୁଟ ପିନ୍ଧିଛନ୍ତି। ଦୀର୍ଘ ଯାତ୍ରା, କଠିନ ପ୍ରତିଯୋଗିତା ଓ ନିଜର ସୁମଧୁର କଣ୍ଠସ୍ୱର ପାଇଁ ସେ ଇଣ୍ଡିଆନ୍ ଆଇଡଲ୍-୧୬ର ବିଜୟ ଟ୍ରଫି ହାସଲ କରିପାରିଛନ୍ତି। ଏଥିସହ ସେ 20 ଲକ୍ଷ ପୁରସ୍କାର ମଧ୍ୟ ଜିତିଛନ୍ତି । ଜ୍ୟୋତିର୍ମୟୀ ଅଂଶିକା ଚୋନକର, ମନରାଜ ଭୀର ସିଂ, ମିସ୍ମି ବୋସୁ, ସୁହେଲ ସୁଫି ଏବଂ ତନିସ୍କ ଶୁକ୍ଲାଙ୍କ ଭଳି ଦୃଢ ପ୍ରତିଯୋଗୀଙ୍କୁ ପଛରେ ପକାଇ ଟ୍ରଫିକୁ ନିଜ ନାଁରେ କରିଛନ୍ତି। ଅଡିସନରୁ ଗ୍ରାଣ୍ଡ ଫିନାଲେ ପର୍ଯ୍ୟନ୍ତ ନିଜର ଶକ୍ତିଶାଳୀ ପ୍ରଦର୍ଶନରେ ସେ ଜଜେସ୍ ଙ୍କ ବ୍ୟତୀତ ଦର୍ଶକଙ୍କ ମନ ଜିଣିବାରେ ସଫଳ ହୋଇଛନ୍ତି ।

ଶୋ’ ଜିତିବା ପରେ ଜ୍ୟୋତିର୍ମୟୀ ନିଜ ଟ୍ରଫି ନେଇ ଭୁବନେଶ୍ୱର ପେରିଛନ୍ତି। ଜ୍ୟୋତିର୍ମୟୀଙ୍କ ସ୍ବାଗତ କରିବାକୁ ଭୁବନେଶ୍ବର ବିମାନବନ୍ଦରରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା। ଫ୍ୟାନ୍ ଫଲୋଅର୍ସମାନେ ବାଜା ବଜାଇ ଫୁଲମାଳ ପିନ୍ଧାଇ ବିମାନ ବନ୍ଦରରେ ତାଙ୍କର ଜେରାଦାର ସ୍ବାଗତ କରିଥିଲେ। ଜ୍ୟୋତିର୍ମୟୀଙ୍କ ଏହି ସଫଳତାକୁ ନେଇ ସାରା ଓଡ଼ିଶାରେ ଖୁସିର ଲହରୀ ଖେଳିଯାଇଛି। ଓଡ଼ିଆ ଝିଅର ଏହି ସଫଳତା ରାଜ୍ୟର ଯୁବ ପ୍ରତିଭାମାନଙ୍କ ପାଇଁ ନିଶ୍ଚିତ ଭାବେ ଏକ ପ୍ରେରଣା।

ଓଡ଼ିଶାବାସୀଙ୍କ ଅଜସ୍ର ଭଲପାଇବା ଓ ଆଶୀର୍ବାଦ ଯୋଗୁଁ ବି ଏହା ସମ୍ଭବ ହୋଇ ପାରିଛି ବୋଲି କହିଛନ୍ତି ଜ୍ୟୋତିର୍ମୟୀ। ସେ ବିଜୟ ଟ୍ରଫିକୁ ମହାପ୍ରଭୁଙ୍କୁ ସମର୍ପିତ କରିଛନ୍ତି । ଏହା ବଲିଉଡରେ ଗାଇବାର ନିଜ ଇଚ୍ଛା ଚଜାହିର କରିଛନ୍ତି ଜ୍ୟୋତି। ସେ ଏକଥା ବି କହିଛନ୍ତି , ସଫଳତା ପାଇଁ କଠିନ ପରିଶ୍ରମର ଆବଶ୍ୟକତା ଅଛି। କେବେ ବି ହାର ନ ମାନି କର୍ମ କରିବାକୁ କହିଛନ୍ତି। ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଭଲ ପାଇବା ତାଙ୍କୁ ଆଗକୁ ନେଇଛି ବୋଲି ସେ କହିଛନ୍ତି । ଜ୍ୟୋତିର୍ମୟୀଙ୍କ ବାପା ଓ ମାଆ ମଧ୍ୟ ଝିଅର ସଫଳତା ନେଇ ସମସ୍ତ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ସେପଟେ ଓଡିଶା ସିନେକ୍ରୀଟିକ ଆସୋସିଏସନ ପକ୍ଷରୁ ଜ୍ୟୋତିର୍ମୟୀଙ୍କୁ ସ୍ବାଗତ ସହ ସମ୍ବର୍ଦ୍ଧନା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ମଧ୍ୟ ଜ୍ୟୋତିର୍ମୟୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ । ସିନେ ସମୀକ୍ଷକ କହିଛନ୍ତି ବଲିଲଡରେ ଏଣ୍ଟ୍ରି ପାଇଁ ଜ୍ୟୋତିର୍ମୟୀଙ୍କୁ ସୁଯୋଗ ମିଳିଲା। ଆଗକୁ ଭଲ ପ୍ରଦର୍ଶନ କରି ବଲିଉଡରେ ଓଡିଶାର ନାଁ ରଖନ୍ତୁ ବୋଲି କହିଛନ୍ତି ବରିଷ୍ଟ ସିନେ ସମୀକ୍ଷକ ଦୀଲ୍ଲିପ ହାଲି ।

Previous Post

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

July 27, 2026
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

July 27, 2026
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

July 27, 2026
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

July 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

July 27, 2026
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର

July 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.