• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

FNN WEB by FNN WEB
May 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି
0
SHARES
3
VIEWS

ଭୁବନେଶ୍ବର: ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନରଙ୍କ ତରଫରୁ ସତର୍କ ସୂଚନା ଜାରି କରାଯାଇଛି। ଏସ୍‌ଆରସି ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ଭାବିତ ବାତ୍ୟାର ଗତିପଥ ନେଇ ରିପୋର୍ଟ ଆସିଛି। ବଙ୍ଗୋପସାଗରରେ ଭୀଷଣ ବାତ୍ୟା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୫ ସକାଳ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ପରେ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଙ୍ଗଲାଦେଶ ପାଶ୍ୱର୍ବର୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଂଚିବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତା ୨୭ ତାରିଖ ଯାଏଁ କେନ୍ଦ୍ରୀୟ ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ତେବେ ବାତ୍ୟାରେ ଓଡିଶାକୁ ସିଧାସଳଖ ପ୍ରଭାବ ନାହିଁ । ୨୩, ୨୪ ଓ ୨୫ ତାରିଖରେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖରେ ଉତର ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ। ବାଲେଶ୍ୱର, ମୟୁରଭଂଜରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି ଲଘୁଚାପ କ୍ଷେତ୍ର ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ରୂପ ନେବ। ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟା ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏକ ଭୀଷଣବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି।

Previous Post

ଠାଣେ ରସାୟନ କାରଖାନାରେ ବିସ୍ଫୋରଣ, ୭ ମୃତ

Next Post

ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

FNN WEB

FNN WEB

Next Post
ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.