• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାନଦୀରେ ବଢ଼ୁଛି ବନ୍ୟାଜଳ, ଜାରି ହେଲା ସତର୍କତା

FNN WEB by FNN WEB
July 28, 2026
in ଓଡ଼ିଶା
0
ମହାନଦୀରେ ବଢ଼ୁଛି ବନ୍ୟାଜଳ, ଜାରି ହେଲା ସତର୍କତା
0
SHARES
0
VIEWS

କଟକ: ମହାନଦୀରେ ବନ୍ୟାଜଳକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତା ଜାରି। ସାଧାରଣ ଜନତାଙ୍କ ଜୀବନ ସୁରକ୍ଷା ସହ ନିମ୍ନ ଅଞ୍ଚଳରେ ବନ୍ୟା ବିପଦକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶ ଜାରି କରିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ। ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ର ଧାରା–୩୪ ଅନୁଯାୟୀ ଗୁରୁତ୍ୱପୂର୍ଣ୍ଣ କଟକଣା ଜାରି କରିଛନ୍ତି ।

ଜାରି ହୋଇଥିବା ଆଦେଶ ଅନୁଯାୟୀ, ମହାନଦୀ ଓ ଏହାର ଶାଖା ନଦୀଗୁଡ଼ିକର ସମସ୍ତ ଘାଟକୁ ସାଧାରଣ ଲୋକଙ୍କ ପ୍ରବେଶ ସମ୍ପୂର୍ଣ୍ଣ ରୂପେ ନିଷିଦ୍ଧ କରାଯାଇଛି । ଗାଧୋଇବା, ପହଁରିବା, ଡଙ୍ଗା ଚଳାଇବା, ସେଲ୍ଫି ନେବା କିମ୍ବା ନଦୀ କୂଳ, ବ୍ୟାରେଜ୍ ନିକଟରେ ରହିବା ଉପରେ କଟକଣା ଜାରି କରାଯାଇଛି । ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାର ଜନସମାଗମ, ସଭା ଓ ଗହଳି ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଲାଗୁ କରାଯାଇଛି।

ବ୍ୟାରେଜ୍, ସେତୁ କିମ୍ବା ନଦୀବନ୍ଧ ଉପରେ ଠିଆ ହୋଇ ବନ୍ୟାଜଳ ଦେଖିବା, ସେଲ୍ଫି କିମ୍ବା ଭିଡିଓ କରିବାକୁ କଡ଼ାକଡ଼ି ଭାବେ ବାରଣ କରାଯାଇଛି । କେବଳ ଜରୁରୀକାଳୀନ ସେବା ଓ ବନ୍ୟା ପରିଚାଳନା ସହ ଜଡ଼ିତ ଅଧିକାରୀମାନେ ଏହି ସ୍ଥାନଗୁଡ଼ିକୁ ଯାଇପାରିବେ ନଦୀ କୂଳ, ନିମ୍ନ ଅଞ୍ଚଳ ଓ ନଦୀବନ୍ଧ ନିକଟରେ ଥିବା ସମସ୍ତ ମନ୍ଦିର ଓ ଧାର୍ମିକ ସ୍ଥାନଗୁଡ଼ିକୁ ଭକ୍ତ ଓ ସାଧାରଣ ଲୋକଙ୍କ ପାଇଁ ବନ୍ଦ ରଖାଯିବ। ସେହିପରି ମହାନଦୀ, ଶାଖା ନଦୀ ଓ ସଂଲଗ୍ନ ଜଳାଶୟଗୁଡ଼ିକରେ ସମସ୍ତ ପ୍ରକାର ମତ୍ସ୍ୟ ଧରିବା କାର୍ଯ୍ୟ ଉପରେ ନିଷେଧାଦେଶ ଜାରି କରାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ନଦୀକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Previous Post

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ମୁକୁଟ ପିନ୍ଧିଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ

Next Post

ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

July 28, 2026
କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

ଫାଇଲ ଚୋରି ମାମଲାରେ ପଶିଲା କ୍ରାଇମବ୍ରାଞ୍ଚ,ହାଜର ହୋଇ ନଥିବା ବାବୁଙ୍କୁ ପୁଣି ହୋଇପାରେ ନୋଟିସ

July 28, 2026
ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ

July 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନ , ସ୍ୱାଗତ ସମାରୋହରେ ବିଜେପି କର୍ମୀଙ୍କ ପ୍ରବଳ ଭିଡ଼

July 28, 2026
କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

କେନ୍ଦୁଝରରେ ବର୍ଷାର ତାଣ୍ଡବ ; ସମାକୋଇ ନଦୀରେ ବନ୍ୟା ସ୍ଥିତି

July 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.