• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

FNN WEB by FNN WEB
July 30, 2026
in ଓଡ଼ିଶା
0
ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ
0
SHARES
0
VIEWS

ଭୁବନେଶ୍ବର ୩୦।୭: ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟା ସମୀକ୍ଷା କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ଏବଂ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତି l ରାଜସ୍ବ ମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ SRC ରାଜେଶ ପ୍ରଭାକର ପାଟିଲ୍ ମଧ୍ଯ ଉପସ୍ଥିତ ରହି ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି l

ଗୁରୁବାର ପୂର୍ବାହ୍ନରେ ବନ୍ୟାଞ୍ଚଳ ଗସ୍ତ ପୂର୍ବରୁ ଲୋକସେବା ଭବନ ଠାରେ ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଦାୟିତ୍ଵରେ ଥିବା ବରିଷ୍ଠ ଅଧିକାରୀଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ l ସମୀକ୍ଷା ପରେ ମନ୍ତ୍ରୀ ସୂଚନା ଦେଇଥିଲେ ଯେ, ବନ୍ୟାରେ ୫ ଜିଲ୍ଲାର ୫ ଲକ୍ଷ ୮୭ ହଜାର ୮୨୨ ଲୋକ ପ୍ରଭାବିତ । ୧ ଲକ୍ଷ ୭୬ ହଜାର ୭୩ ଜଣ ଲୋକ ସ୍ଥାନାନ୍ତର । ୩ ଜଣଙ୍କର ମୃତ୍ୟୁ ନେଇ ସୂଚନା ଦେଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ । ମହାନଦୀ ପାଇଁ କଟକ ଏବଂ ଜଗତସିଂହପୁରରେ ବ୍ୟାପକ ପ୍ରସ୍ତୁତି ହୋଇଛି । ରାଜ୍ୟରେ ବର୍ତ୍ତମାନ ବର୍ଷା କମିଛି । ନବରଙ୍ଗପୁର, କୋରାପୁଟ, ବଲାଙ୍ଗିର, କଳାହାଣ୍ଡିରେ ଝିପି ଝିପି ବର୍ଷା ହେଉଛି । ଆଗାମୀ ୩ ଦିନ ବର୍ଷା ନାହିଁ । ୨ ତାରିଖ ପରେ ପୁନର୍ବାର ବର୍ଷା ଆକଳନ କରାଯାଉଛି । ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ନହେବା ଆଶ୍ୱସ୍ତିକର ଖବର ।

ବର୍ତ୍ତମାନ ହୀରାକୁଦରେ ଜଳସ୍ତର ୬୨୦ ଫୁଟ ରହିଛି । ୨ଟି ଗେଟ୍ ଖୋଲା ଅଛି । ମୁଣ୍ଡଳୀରେ ସାଢ଼େ ୬ ଲକ୍ଷ କ୍ୟୁସେକ ଜଳ ପହଞ୍ଚୁଥିଲା । ରାତି ସୁଦ୍ଧା ନରାଜରେ ୯ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବ । କଟକର ବଡ଼ମ୍ବା, ଆଠଗଡ ତଳିଆ ଅଞ୍ଚଳରେରେ ଜଳ ପହଞ୍ଚିଲାଣି । ସେଣ୍ଟ୍ରାଲ ୱାଟର କମିଶନ ନିକଟରୁ ରିପୋର୍ଟ ଅନୁସାରେ ମଣ୍ଡଳୀରେ ଜଳସ୍ତର ଓ୍ବାର୍ଣ୍ଣିଂ ଲେଭଲ ଉପରେ ଅଛି କିନ୍ତୁ ବିପଦ ସଙ୍କେତ ଟପିନି । ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମିବା ଆରମ୍ଭ କଲାଣି । ୫ ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ ।

ଭଦ୍ରକ, ବାଲେଶ୍ୱର ଓ ଯାଜପୁରରେ ବ୍ୟାପକ ମାତ୍ରାରେ ପ୍ରଭାବିତ ହୋଇଛନ୍ତି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା କିଛି ମାତ୍ରାରେ ପ୍ରଭାବିତ ହୋଇଛନ୍ତି । ମୋଟ୍ ୧ ଲକ୍ଷ ୬୫ ହଜାର ଲୋକ ରିଲିଫ୍ ସେଣ୍ଟରରେ ରହିଛନ୍ତି । ନରାଜରେ ୧୦ ଲକ୍ଷ କ୍ୟୁସେକ ଜଳ ଆସିଲେ ସମସ୍ୟା ଉପୁଜିପାରେ । ତେଣୁ ନରାଜରେ କିଭଳି ୧୦ ଲକ୍ଷ କ୍ୟୁସେକ ଜଳ ଭିତରେ ରଖାଯାଇ ପାରିବ ସେହି ଅନୁସାରେ ପରିଚାଳନା ପାଇଁ ନିର୍ଦ୍ଦେଶ ରହିଛି । ବର୍ତ୍ତମାନ ହୀରାକୁଦରେ ୬୨୦ ଫୁଟ ଜଳସ୍ତର ରହିଛି । ୬୨୨ ଫୁଟ ପର୍ଯ୍ୟନ୍ତ ରଖାଯାଇ ପାରିବ । ଉପରମୁଣ୍ଡରେ ବର୍ଷା ନଥିବାରୁ ସେଭଳି କିଛି ସମସ୍ୟା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି

Previous Post

ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ, ୫ ଜିଲ୍ଲାରେ ସ୍କୁଲ ଛୁଟି

Next Post

ମହାନଦୀ ଜଳ ବିବାଦ: ଆସନ୍ତା ଦୀପାବଳି ସୁଦ୍ଧା ସମାଧାନ ଲକ୍ଷ୍ୟ, ନୂଆଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ରେଙ୍ଗାଲି ଡ୍ୟାମରୁ ନିଷ୍କାସନ ହେଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳକୁ ଆଲର୍ଟ ଜାରି

ରେଙ୍ଗାଲି ଡ୍ୟାମରୁ ନିଷ୍କାସନ ହେଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳକୁ ଆଲର୍ଟ ଜାରି

July 30, 2026
ମହାନଦୀ ଜଳ ବିବାଦ: ଆସନ୍ତା ଦୀପାବଳି ସୁଦ୍ଧା ସମାଧାନ ଲକ୍ଷ୍ୟ, ନୂଆଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ମହାନଦୀ ଜଳ ବିବାଦ: ଆସନ୍ତା ଦୀପାବଳି ସୁଦ୍ଧା ସମାଧାନ ଲକ୍ଷ୍ୟ, ନୂଆଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

July 30, 2026
ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

July 30, 2026
ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ, ୫ ଜିଲ୍ଲାରେ ସ୍କୁଲ ଛୁଟି

ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ, ୫ ଜିଲ୍ଲାରେ ସ୍କୁଲ ଛୁଟି

July 30, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ରେଙ୍ଗାଲି ଡ୍ୟାମରୁ ନିଷ୍କାସନ ହେଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳକୁ ଆଲର୍ଟ ଜାରି

ରେଙ୍ଗାଲି ଡ୍ୟାମରୁ ନିଷ୍କାସନ ହେଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ, ତଳିଆ ଅଞ୍ଚଳକୁ ଆଲର୍ଟ ଜାରି

July 30, 2026
ମହାନଦୀ ଜଳ ବିବାଦ: ଆସନ୍ତା ଦୀପାବଳି ସୁଦ୍ଧା ସମାଧାନ ଲକ୍ଷ୍ୟ, ନୂଆଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ମହାନଦୀ ଜଳ ବିବାଦ: ଆସନ୍ତା ଦୀପାବଳି ସୁଦ୍ଧା ସମାଧାନ ଲକ୍ଷ୍ୟ, ନୂଆଦିଲ୍ଲୀରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

July 30, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.