• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା

FNN WEB by FNN WEB
August 8, 2026
in ଓଡ଼ିଶା
0
ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା
0
SHARES
2
VIEWS

ଭୁବନେଶ୍ୱର ୦୮।୦୮ : ଉତ୍ତର ଓଡ଼ିଶାରେ ବନ୍ୟା ଦୁର୍ଦ୍ଦଶା ଥମିନି । ଏବେ ବି କେତେକ ଅଞ୍ଚଳ ଜଳବନ୍ଦୀ । ଏପଟେ ସାଳନ୍ଦୀ ଉଛୁଳି ମାଡ଼ି ଆସିଲାଣି । ଜଳକା ବି ବିପଦ ସଙ୍କେତ ଉପରେ ବହୁଛି। ବୈତରଣୀ ଜଳସ୍ତର ବିପଦ ସଙ୍କେତ ମୁହାଁ ହେଉଥିବାବେଳେ ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ଧିମେଇ ଧିମେଇ ଫୁଲୁଛି । ସ୍ଥିତିକୁ ଗମ୍ଭୀର କରିପାରେ ଅବିଶ୍ରାନ୍ତ ବର୍ଷା। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରାୟତଃ ମଧ୍ୟମ ଧରଣର ବର୍ଷା ହେବ। କେତେକ ଜାଗାରେ ପ୍ରବଳ ବର୍ଷା ବି ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ।

ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଖ ବାଂଲାଦେଶ ଉପରେ ଥିବା ଘୂଣ୍ଣି ର୍ବଳୟ ଘନୀଭୂତ ହେଉଛି। ଶନିବାରକୁ ଲଘୁଚାପ ରୂପ ନେଇ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ରହିବ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ମୌସୁମୀ ଟ୍ରଫ୍‌ ସହ ସମାନ୍ତରାଳ ଭାବେ ଗାଙ୍ଗେୟ ପଶ୍ଚିମବଙ୍ଗ, ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ।

ଶନିବାର ସକାଳ ଭିତରେ ରାଜ୍ୟର ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି । କେନ୍ଦ୍ରୀୟ ଓଡ଼ିଶା ଏବଂ ଦକ୍ଷିଣରେ କେତେକ ଜାଗାରେ ବି ପ୍ରବଳ ବର୍ଷା ସମ୍ଭାବନା ଅଛି । ବିଶେଷ କରି ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଶନିବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୧୩ ଯାଏ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ତା’ପରେ ବି ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନଥିବା କୁହାଯାଉଛି । ଚିନ୍ତାର ବିଷୟ ପାଲଟିଛି ଜଳକା, ସାଳନ୍ଦୀ ଓ ବୈତରଣୀ । ଜଳକା ମଥାନୀରେ ବିପଦ ସଙ୍କେତ ଟପି (୬.୫୦ମିଟର) ୬.୫୪ ମିଟରରେ ପହଞ୍ଚି ଯାଇଥିଲା । କିନ୍ତୁ, ଅପରାହ୍ନ ୩ଟାରୁ ଜଳସ୍ତର ୬.୫୨ ମିଟର ରହିଛି । ଗତ କିଛି ଘଣ୍ଟା ହେବ ଜଳସ୍ତର ସ୍ଥିର ରହିଛି । ଜଳକା ନଦୀର ଜଳସ୍ତର ବଢ଼ିବାରୁ ବାଲେଶ୍ୱରରେ ଭୟ ବଢ଼ିଛି ।

Previous Post

UPIକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ସାଧାରଣ ୟୁଜର୍ସଙ୍କୁ ଦେବାକୁ ପଡ଼ିବନି କୌଣସି ଚାର୍ଜ; ବ୍ୟବସାୟୀଙ୍କ ପାଇଁ ବଦଳିବ ନିୟମ

Next Post

ରବିବାରଠୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ, ରାଜ୍ୟବ୍ୟାପୀ ହେବ ତ୍ରିରଙ୍ଗା ରାଲି ଓ ବିଭିନ୍ନ କାର୍ଯ୍ୟକ୍ରମ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ରବିବାରଠୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ, ରାଜ୍ୟବ୍ୟାପୀ ହେବ ତ୍ରିରଙ୍ଗା ରାଲି ଓ ବିଭିନ୍ନ କାର୍ଯ୍ୟକ୍ରମ

ରବିବାରଠୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ, ରାଜ୍ୟବ୍ୟାପୀ ହେବ ତ୍ରିରଙ୍ଗା ରାଲି ଓ ବିଭିନ୍ନ କାର୍ଯ୍ୟକ୍ରମ

August 8, 2026
ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା

ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା

August 8, 2026
UPIକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ସାଧାରଣ ୟୁଜର୍ସଙ୍କୁ ଦେବାକୁ ପଡ଼ିବନି କୌଣସି ଚାର୍ଜ; ବ୍ୟବସାୟୀଙ୍କ ପାଇଁ ବଦଳିବ ନିୟମ

UPIକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ସାଧାରଣ ୟୁଜର୍ସଙ୍କୁ ଦେବାକୁ ପଡ଼ିବନି କୌଣସି ଚାର୍ଜ; ବ୍ୟବସାୟୀଙ୍କ ପାଇଁ ବଦଳିବ ନିୟମ

August 8, 2026
ଚମ୍ବାରେ ଭୟଙ୍କର ଦୁର୍ଘଟଣା; ୧୦୦ ଫୁଟ ତଳକୁ ବସ୍‌ ଖସି ୭ ମୃତ, ୧୦ରୁ ଅଧିକ ଆହତ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ରବିବାରଠୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ, ରାଜ୍ୟବ୍ୟାପୀ ହେବ ତ୍ରିରଙ୍ଗା ରାଲି ଓ ବିଭିନ୍ନ କାର୍ଯ୍ୟକ୍ରମ

ରବିବାରଠୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ, ରାଜ୍ୟବ୍ୟାପୀ ହେବ ତ୍ରିରଙ୍ଗା ରାଲି ଓ ବିଭିନ୍ନ କାର୍ଯ୍ୟକ୍ରମ

August 8, 2026
ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା

ଲାଗି ରହିବ ଲଘୁଚାପ ବର୍ଷା, ୧୭ ଜିଲ୍ଲାରେ କାଚିବ, ଡରାଇଲାଣି ଆଉ ଏକ ବନ୍ୟା

August 8, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.