• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ, ରାଜସ୍ୱ ମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି

FNN WEB by FNN WEB
August 11, 2026
in ଓଡ଼ିଶା
0
ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ, ରାଜସ୍ୱ ମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି
0
SHARES
2
VIEWS

ଭୁବନେଶ୍ୱର ୧୧।୦୮ : ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା। ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ। ସେ କହିଛନ୍ତି ଯେ, ଲୋକାଯୁକ୍ତ ନିଯୁକ୍ତି ନେଇ ବୈଠକ ବସିଲା ଅର୍ଥ ପ୍ରକ୍ରିୟା ଆରମ୍ଭ ହେଲା। ଖୁବଶୀଘ୍ର ଏହି ପ୍ରକ୍ରିୟା ସମାପ୍ତ ହେବ। ଯେଉଁ ସାମ୍ବିଧାନିକ ବ୍ୟବସ୍ଥା ଅଛି ସେଥିରେ ମୁଖ୍ୟମନ୍ତ୍ରୀ, ବିଧାନସଭାର ବାଚସ୍ପତି, ବିରୋଧୀ ଦଳ ନେତା ଚୟନ ପ୍ରକ୍ରିୟାରେ ନିଷ୍ପତ୍ତି ନେଇଥାନ୍ତି। ପ୍ରଥମ ମିଟିଂ ହୋଇଗଲାଣି, ଏହା ବହୁମତ ଆଧାରରେ ହୁଏ। ଆଶା କରୁଛୁ ଆଗାମୀ ଦିନରେ ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାଯୁକ୍ତ ଦେଖିବ।

ସେହିପରି ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ବିଳମ୍ବ ହେଲା ବୋଲି ସମସ୍ତେ ପ୍ରଶ୍ନ କରୁଛନ୍ତି । ବିରୋଧୀ ଯଦି କହୁଛନ୍ତି ବିଳମ୍ୱ ହେଇଗଲା, ତାହେଲେ ସେମାନେ କୁହନ୍ତୁ ୨୪ ବର୍ଷ ଲମ୍ବା ସମୟ ନା ୨ ବର୍ଷ ଲମ୍ବା ସମୟ। କ୍ଷମତାରୁ ଚ୍ୟୁତ ହୋଇ ୨ ବର୍ଷ ଲମ୍ବା ଲାଗୁଛି। ୨୪ ବର୍ଷରେ ଯାହା କରିନ, ୨ ବର୍ଷରେ ତାହା କରୁଛୁ। ୫ ବର୍ଷରେ ଯାହା କରିବୁ ତାହା ବିରୋଧୀ କଳ୍ପନା କରିନଥିବେ।

ଅନ୍ୟପଟେ କଂଗ୍ରେସ ବିଧାୟକ ଅଶୋକ ଦାସ କହିଛନ୍ତି ଯେ, ଅଢେଇ ବର୍ଷ ସରକାର ଏଯାଏଁ ଯୋଜନା ବୋର୍ଡ଼ ଗଠନ କରି ନାହାନ୍ତି। ଲୋକାୟୁକ୍ତ ବହୁତ ପରର କଥା। ଲୋକାୟୁକ୍ତ ହେଲେ ରାଜ୍ୟ ସରକାରଙ୍କ ସତ କଥା ପଦାକୁ ଆସିଯିବ। ତେଣୁ ଏମାନେ ବିଳମ୍ବ କରୁଛନ୍ତି। ସେହିପରି ବିଜେଡି ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଛନ୍ତି ଯେ, ଏ ରାଜ୍ୟକୁ କିଏ ଚଳାଉଛି ମୁଁ ଜାଣିନି। ତେଣୁ ଲୋକାୟୁକ୍ତ ନିଯୁକ୍ତି କରି ପାରୁନାହାନ୍ତି। ରାଜ୍ୟରେ ଯେତେ କମିଟି ଅଛି ସବୁ ଫାଙ୍କା ପଡିଛି। ତାଳମେଳ ଅଭାବରୁ ଅଧ୍ୟକ୍ଷ ପଦ ନିଯୁକ୍ତି ନେଇ ନିଷ୍ପତ୍ତି ନେଇ ପାରୁନାହାନ୍ତି। ଯିଏ ସର୍ବୋଚ୍ଚ ପଦରେ ଅଛନ୍ତି ସେ ନିଷ୍ପତ୍ତି ନେଇ ପାରୁନାହାନ୍ତି। ତାଙ୍କର ସବୁ କିଛି ଯଦି ଦିଲ୍ଲୀରୁ ଚାଲୁଛି। ଡବଲ ଇଂଜିନରେ ଭିତରେ ବାଲାନ୍ସ ରହୁନି। ଏ ସରକାର ଲୋକାୟୁତ ହେଉ କିମ୍ବା ଅନ୍ୟ କୌଣସି ପଦ ପଦବୀ ପୂରଣ କରିପାରିବେ ନାହିଁ।

Previous Post

ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

Next Post

ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

August 11, 2026
ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

August 11, 2026
ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ, ରାଜସ୍ୱ ମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି

ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ, ରାଜସ୍ୱ ମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି

August 11, 2026
ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

August 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

August 11, 2026
ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

August 11, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.