• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରବିବାର ପଶ୍ଚିମବଙ୍ଗରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ଼ ରେମାଲ

FNN WEB by FNN WEB
May 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ରବିବାର ପଶ୍ଚିମବଙ୍ଗରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ଼ ରେମାଲ
0
SHARES
6
VIEWS

ନୂଆଦିଲ୍ଲୀ: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା । ଏନେଇ ସୂଚନା ଦେଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତାକାଲି ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଥିସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଭଦ୍ରକ, ବାଲେଶ୍ୱରରେ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତା’ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି । ତେବେ ବାତ୍ୟା ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ, ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । ଓଡ଼ିଶାରେ କିନ୍ତୁ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରହିବ ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ୨୬ରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Previous Post

ରାଜ୍ୟ ବିଜେପିକୁ ଜବାବ ଦେଇ ମୁଖ୍ୟମନ୍ତ୍ରୀ କହିଲେ- ମୁଁ ସୁସ୍ଥ ଅଛି, ମାସେ ହେବ ରାଜ୍ୟବ୍ୟାପୀ ପ୍ରଚାର କରୁଛି

Next Post

ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଆଇନଶୃଙ୍ଖଳା ଉପରେ ଗୁରୁତ୍ବ

FNN WEB

FNN WEB

Next Post
ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଆଇନଶୃଙ୍ଖଳା ଉପରେ ଗୁରୁତ୍ବ

ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଆଇନଶୃଙ୍ଖଳା ଉପରେ ଗୁରୁତ୍ବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.