• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା

FNN WEB by FNN WEB
August 14, 2026
in ଓଡ଼ିଶା
0
ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା
0
SHARES
0
VIEWS

ଭୁବନେଶ୍ଵର, ୧୪.୦୮.୨୦୨୬ – ଧଉଳି ଚାରୁକଳା ମହାବିଦ୍ୟାଳୟର ବରିଷ୍ଠ କାର୍ଯ୍ୟକାରୀ ସଦସ୍ୟ ତଥା ଓଡ଼ିଶା ଲଳିତ କଳା ଏକାଡ଼େମୀର ପୂର୍ବତନ ସଚିବ ଓ ସଭାପତି ଏବଂ ବରିଷ୍ଠ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ମହାବିଦ୍ୟାଳୟର ପ୍ରଦର୍ଶନୀ କକ୍ଷରେ ଏକ ଶୋକ ସଭା ଆୟୋଜିତ ହୋଇଯାଇଛି।ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟାପକ,ଅଧ୍ୟାପିକା ତଥା ଛାତ୍ରଛାତ୍ରୀମାନେ ଶିଳ୍ପୀଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ଘ୍ୟ ପୂର୍ବକ ତାଙ୍କ ଅମର ଆତ୍ମାର ସଦଗତି ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ।ସ୍ଵର୍ଗତ କାନୁନଗୋ କଳା କ୍ଷେତ୍ରରେ ଜଣେ ନିରବଚ୍ଛିନ୍ନ ସାଧକ ତଥା ଉଚ୍ଚକୋଟିର ଶିଳ୍ପୀ ଥିଲେ । ସେ ଖଲ୍ଲିକୋଟ ସ୍ଥିତ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟରୁ ଶିକ୍ଷା ଗ୍ରହଣ ସାରି ରାଜ୍ୟ ସଂଗ୍ରହାଳୟରେ ଗ୍ୟାଲେରୀ ସୁପରଭାଇଜର, ପରବର୍ତ୍ତୀ ସମୟରେ ଓଡ଼ିଶା ଲଳିତ କଳା ଏକାଡ଼ଡେମୀରେ ସଚିବ ଏବଂ ସଭାପତି ରୂପେ ନିଯୁକ୍ତ ହୋଇଥିଲେ । ସେ ମଧ୍ୟ ରାଷ୍ଟ୍ରୀୟ ଲଳିତ କଳା କେନ୍ଦ୍ର ଭୁବନେଶ୍ୱରଠାରେ ପ୍ରତିଷ୍ଠାରେ ସାହାଯ୍ୟ କରିବା ସହିତ ସେଠାରେ ସଚିବ ଭାବେ ରହି ଚିତ୍ରକଳା କ୍ଷେତ୍ରରେ ବିଭିନ୍ନ ଉନ୍ନତ୍ତିମୂଳକ କାର୍ଯ୍ୟ କରିଯାଇଛନ୍ତି ବୋଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପଞ୍ଚାନନ ସାମଲ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରିଥିଲେ। ସେ ଯୁବ କଳାକାରଙ୍କ ପାଇଁ ସୁଯୋଗ ସୃଷ୍ଟି କରିବାପାଇଁ ସଦା ବେଳେ ପ୍ରଚେଷ୍ଟା କରିଥିଲେ । ଓଡ଼ିଶାର କଳା କ୍ଷେତ୍ରରେ ସର୍ବଶ୍ରେଷ୍ଠ ସମ୍ମାନ ‘ଧର୍ମପଦ ପୁରସ୍କାର’ ଓ ‘ରାଜ୍ୟ ପୁରସ୍କାରରେ’ ମଧ୍ୟ ସମ୍ମାନିତ ହୋଇଥିଲେ । ସେ ଅତ୍ୟନ୍ତ କର୍ମନିଷ୍ଠ ଓ ଉଚ୍ଚକୋଟୀର ଚିତ୍ର ଶିଳ୍ପୀ ଭାବେ ଖ୍ୟାତ ଥିଲେ ।ଏହି ଅବସରରେ ଶିଳ୍ପୀଙ୍କ ଫୋଟୋଚିତ୍ରରେ ମହାବିଦ୍ୟାଳୟର ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ,ଅଧ୍ୟାପକ ଭୂପତିଭୂଷଣ ପଣ୍ଡା, ସର୍ଫୁଦ୍ଦିନ୍ ଏହମ୍ମଦ୍ ,ପ୍ରଫୁଲ୍ଲ ପ୍ରଧାନ ପୁଷ୍ପ ପ୍ରଦାନ ପୂର୍ବକ ଶିଳ୍ପୀଙ୍କ ସ୍ମୃତି ଚାରଣ କରିଥିଲେ।
ଅଧ୍ୟକ୍ଷ, ଧଉଳି ଚାରୁକଳା ମହାବିଦ୍ୟାଳୟର

Previous Post

ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣର ଶୁଭାରମ୍ଭ

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା

August 14, 2026
ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣର ଶୁଭାରମ୍ଭ

ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣର ଶୁଭାରମ୍ଭ

August 14, 2026
ଅନ୍ତର୍ଜାତୀୟ ଯୁବ ଦିବସ ଉପଲକ୍ଷେଯୁବ ସଂଖ୍ୟାଲଘୁ ସେଲ ତରଫରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି, ପରେଡରେ ଭାଗ ନେବେ ୫୧ଟି କଣ୍ଟିଜେଣ୍ଟ

August 13, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକ ସଭା

August 14, 2026
ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣର ଶୁଭାରମ୍ଭ

ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ପାଇଁ OS-CIT ମାଧ୍ୟମରେ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣର ଶୁଭାରମ୍ଭ

August 14, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.