• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କମିସନରେଟ ସଚେତନତା ରଥ ଜଟଣୀ କଲେଜରେ

FNN WEB by FNN WEB
August 19, 2026
in ଓଡ଼ିଶା
0
କମିସନରେଟ ସଚେତନତା ରଥ ଜଟଣୀ କଲେଜରେ
0
SHARES
5
VIEWS

ଜଟଣୀ ପୋଲିସ ଓ ଜଟଣୀ କଲେଜ ର ମିଳିତ ସହଯୋଗରେ କମିଶନରେଟ ପୋଲିସ ର ସତର୍କ ସୂଚନା ଅଭିଯାନ କାର୍ଯ୍ୟକ୍ରମ ସଚେତନ ରଥ ଆଜି ଜଟଣୀ କଲେଜ ପରିସରରେ ଏକ ସଚେତନ କାର୍ଯ୍ୟକ୍ରମ ର ଆୟୋଜିତ ହେଇଯାଇଛି, କମିସନରେଟ ପୋଲିସ ଭୁବନେଶ୍ୱର ଓ କଟକ ତରଫରୁ ସପ୍ତାହ ବ୍ୟାପି ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଟଣୀ ଥାନା ଅଧିକାରୀ ଷ୍ଟାଲିନ ବିଶ୍ୱାଳ, ADCP କୃଷ୍ଣ ଚନ୍ଦ୍ର ସେଠି, କଲେଜ ଅଧ୍ୟ୍ୟକ୍ଷା ଡ୍ର ସ୍ଵର୍ଣ ପ୍ରଭା ମଲ୍ଲିକ S. I. ଶିବାନୀ ନନ୍ଦ ତଥା କଲେଜେ ର ଛାତ୍ରଛାତ୍ରୀ ଓ ଜଟଣୀ ର ଅନେକ ସଙ୍ଘଠନର ସଭ୍ୟବୃନ୍ଦା ଯୋଗଦେଇଥିଲେ. ଉକ୍ତ କାର୍ଯ୍ୟକ୍ରମରେ ନିଶା ନିବାରଣ, ସାଇବାର ଅପରାଧ ବିରୁଦ୍ଧରେ କିଭଳି ପ୍ରତିହିତ କରିବେ ଏ ବିଷୟରେ ଅଭିନେତା Dr. ଋଷି ପଟନାୟକ ବିସ୍ତୃତ ଭାବେ ଉପସ୍ଥିତ ବ୍ୟକ୍ତି ମାନଙ୍କୁ ଠକାମୀର ଶିକାର ନ ହେଇ ବରଂ ପୋଲିସ ର ସହାୟତା ନେବା ପାଈଁ ଆହ୍ୱାନ ଦେଇଥିଲେ, ଶେଷରେ ଜଟଣୀ ଥାନା ଅଧିକାରୀ ଷ୍ଟାଲିନ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ

Previous Post

କୁଡ଼ାଲୋଇ (ଏ) ଉତ୍ତର କୋଇଲା ଖଣି ଜମି ଅଧିଗ୍ରହଣ ପ୍ରକ୍ରିୟା,ଗ୍ରାମସଭା ନୋଟିସକୁ ନେଇ ଦ୍ବନ୍ଦ୍ବ, ସ୍ଥଗିତ ରଖିବାକୁ ଦାବି

Next Post

ଇବ ନଦୀ ପ୍ରଦୂଷଣ ଓ ବେଆଇନ୍ ଭୂତଳ ଜଳ ଉତ୍ତୋଳନ ଅଭିଯୋଗ ଘଟଣା,ଯୁଗ୍ମ କମିଟି ଗଠନ କରି ଯାଞ୍ଚ ପାଇଁ ନିର୍ଦ୍ଧେଶ ଦେଲେ ଏନଜିଟି

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
‘ଆମ ସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍‌ର ଶୁଭାରମ୍ଭ

‘ଆମ ସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍‌ର ଶୁଭାରମ୍ଭ

August 19, 2026
ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

August 19, 2026
ଓଡ଼ିଶାକୁ ୯,୪୫୦ କୋଟିର ରେଳ ପ୍ରକଳ୍ପ, କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାକୁ ୯,୪୫୦ କୋଟିର ରେଳ ପ୍ରକଳ୍ପ, କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

August 19, 2026
ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ଲଘୁଚାପ, ୨୨ରୁ ବର୍ଷା ବଢ଼ିବ !

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ଲଘୁଚାପ, ୨୨ରୁ ବର୍ଷା ବଢ଼ିବ !

August 19, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

‘ଆମ ସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍‌ର ଶୁଭାରମ୍ଭ

‘ଆମ ସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍‌ର ଶୁଭାରମ୍ଭ

August 19, 2026
ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

August 19, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.