• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଇବ ନଦୀ ପ୍ରଦୂଷଣ ଓ ବେଆଇନ୍ ଭୂତଳ ଜଳ ଉତ୍ତୋଳନ ଅଭିଯୋଗ ଘଟଣା,ଯୁଗ୍ମ କମିଟି ଗଠନ କରି ଯାଞ୍ଚ ପାଇଁ ନିର୍ଦ୍ଧେଶ ଦେଲେ ଏନଜିଟି

FNN WEB by FNN WEB
August 19, 2026
in ଓଡ଼ିଶା
0
ଇବ ନଦୀ ପ୍ରଦୂଷଣ ଓ ବେଆଇନ୍ ଭୂତଳ ଜଳ ଉତ୍ତୋଳନ ଅଭିଯୋଗ ଘଟଣା,ଯୁଗ୍ମ କମିଟି ଗଠନ କରି ଯାଞ୍ଚ ପାଇଁ ନିର୍ଦ୍ଧେଶ ଦେଲେ ଏନଜିଟି
0
SHARES
22
VIEWS

​ଝାରସୁଗୁଡ଼ା, ୧୯/୮: ଝାରସୁଗୁଡ଼ା ଜିଲ୍ଲାର ଜୀବନରେଖା କୁହାଯାଉଥିବା ଇବ ନଦୀର ସୁରକ୍ଷା ଏବଂ ପରିବେଶ ପ୍ରଦୂଷଣକୁ ନେଇ ଜାତୀୟ ସବୁଜ ଟ୍ରିବ୍ୟୁନାଲ କୋଲକାତା ସ୍ଥିତ ପୂର୍ବାଞ୍ଚଳ ବେଞ୍ଚରେ ଏକ ଗୁରୁତ୍ୱପୂର୍ଣ୍ଣ ମାମଲା ଦାୟର ହୋଇଥିଲା |ଆବେଦନକାରୀ ଦିଗମ୍ବର ଭୋଇ ଏହି ମାମଲା ଦାୟର କରି ଏକ ଝାରସୁଗୁଡା ସଦର ବ୍ଲକ ମରାକୁଟା ସ୍ଥିତ ଶିଳ୍ପ ସଂସ୍ଥା ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍ ଲିମିଟେଡ ବିରୋଧରେ ଗୁରୁତର ଅଭିଯୋଗ ଆଣି ଏନଜିଟି ରେ ମାମଲା ରୁଜୁ କରିଥିଲେ |ମାମଲା ଅନୁଯାୟୀ ଓଡ଼ିଶା ମେଟାଲିକ କମ୍ପାନୀ ଗ୍ରୀଷ୍ମଦିନେ ୫୦ରୁ ଉର୍ଦ୍ଧ୍ୱ ହାଇ-ପାୱାର ବୋରୱେଲ୍ ଜରିଆରେ ବେଆଇନ୍ ଭାବେ ବ୍ୟାପକ ଭୂତଳ ଜଳ ଉତ୍ତୋଳନ କରୁଛି। ଏହାସହ ବର୍ଷା ଜଳ ଅମଳ ପ୍ରକଳ୍ପର ବ୍ୟବହାର ନକରି ଇବ ନଦୀରୁ ଅତ୍ୟାଧିକ ଜଳ ସଂଗ୍ରହ କରାଯାଉଛି, ଯାହାଫଳରେ ନଦୀର ସ୍ୱାଭାବିକ ପ୍ରବାହ ବାଧାପ୍ରାପ୍ତ ହେବା ସହ ସ୍ଥାନୀୟ ଲୋକଙ୍କ ଜଳ ଆବଶ୍ୟକତା ଉପରେ ଗମ୍ଭୀର ପ୍ରଭାବ ପଡ଼ୁଛି। ଅନ୍ୟପଟେ, ପରିବେଶ ମଞ୍ଜୁରୀ ର ନିୟମ ଅନୁଯାୟୀ କୋର୍ପୋରେଟ ଏନଭାୟରନ୍‌ମେଣ୍ଟ ରେସପୋନ୍ସିବିଲିଟି ବାବଦରେ ଦୁଇ ବର୍ଷରେ ୨୦୨୪-୨୫ ଓ ୨୦୨୫-୨୬ ମସିହା ପାଇଁ ଖର୍ଚ୍ଚ ହେବାକୁ ଥିବା ୧୫ କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରାଯାଇ ନଥିବା ଆବେଦନରେ ଉଲ୍ଲେଖ କରାଯାଇଛି।​ଏହି ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏନ ଜି ଟି ର ବିଚାରପତି ନ୍ୟାୟମୂର୍ତ୍ତି ଅରୁଣ କୁମାର ତ୍ୟାଗୀ, ବିଶେଷଜ୍ଞ ସଦସ୍ୟ ଡ. ଏ. ସେନ୍ଥିଲ ଭେଲ୍ ଏବଂ ଈଶ୍ୱର ସିଂହଙ୍କୁ ନେଇ ଗଠିତ ଏନଜିଟି ବେଞ୍ଚ ଘଟଣାର ସତ୍ୟାସତ୍ୟ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ ଏବଂ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ନେଇ ଏକ ଯୁଗ୍ମ କମିଟି ଗଠନ କରାଯାଇଛି।​ଏହି କମିଟି ଘଟଣାସ୍ଥଳ ପରିଦର୍ଶନ କରି ଆବେଦନକାରୀ ଓ ଶିଳ୍ପ ସଂସ୍ଥାର ପ୍ରତିନିଧିଙ୍କ ଉପସ୍ଥିତିରେ ନିରପେକ୍ଷ ତଦନ୍ତ କରିବେ ଏବଂ ଏକ ମାସ ମଧ୍ୟରେ ନିଜର ରିପୋର୍ଟ ଦାଖଲ କରିବେ। ରିପୋର୍ଟ ଆଧାରରେ ସମ୍ପୃକ୍ତ କର୍ତ୍ତୃପକ୍ଷ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଏହି ପ୍ରକ୍ରିୟାର ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ଦିଆଯାଇଛି | ଗତ ଅଗଷ୍ଟ ୧୦ ତାରିଖ ଜାତୀୟ ସବୁଜ ଟ୍ରିବୁନାଲ କୋଲକାତା ଦ୍ୱାରା ଏହି ଆଦେଶ ଦିଆଯାଇଥିବା ବେଳେ ଆଦେଶ ଟି ୧୮ ତାରିଖ ସାର୍ବଜନୀନ କରାଯାଇଛି |

Previous Post

କମିସନରେଟ ସଚେତନତା ରଥ ଜଟଣୀ କଲେଜରେ

Next Post

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.