• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାକୁ ୯,୪୫୦ କୋଟିର ରେଳ ପ୍ରକଳ୍ପ, କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 19, 2026
in ଓଡ଼ିଶା
0
ଓଡ଼ିଶାକୁ ୯,୪୫୦ କୋଟିର ରେଳ ପ୍ରକଳ୍ପ, କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ବର ୧୯।୮: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ୪ଟି ବଡ଼ ରେଳ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଥିବାରୁ ପ୍ରକାଶ କଲେ କୃତଜ୍ଞତା ।

୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ନିର୍ମାଣ ହେବ ରେଳ ମଲ୍ଟି-ଟ୍ରାକିଂ ପ୍ରକଳ୍ପ । ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାର ଶିଳ୍ପ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ରେଳ ସଂଯୋଗୀକରଣରେ ହେବ ବଡ଼ ସୁଧାର । କୋଇଲା, ଲୁହାପଥର, ସିମେଣ୍ଟ ଓ ଇସ୍ପାତ ପରିବାହନ ହେବ ଆହୁରି ସହଜ; ମଜବୁତ ହେବ ଓଡ଼ିଶାର ଅର୍ଥନୀତି ।

ଭିତରକନିକା, ଚାନ୍ଦିପୁର, ଶାରଳା ପୀଠ ଏବଂ ଲଳିତଗିରି ପରି ପ୍ରମୁଖ ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳକୁ ଯୋଗାଯୋଗ ହେବ ସୁଗମ । ପର୍ଯ୍ୟଟନର ବିକାଶ ସହ ସ୍ଥାନୀୟ ଅଞ୍ଚଳରେ ଜୀବିକା ନିର୍ବାହର ସୁଯୋଗ ସୃଷ୍ଟି ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ‘ପିଏମ୍ ଗତି ଶକ୍ତି ମାଷ୍ଟର ପ୍ଲାନ’ ଅଧୀନରେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ଜଣାଇଲେ ଧନ୍ୟବାଦ ।

Previous Post

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ଲଘୁଚାପ, ୨୨ରୁ ବର୍ଷା ବଢ଼ିବ !

Next Post

ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

FNN WEB

FNN WEB

Next Post
ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.