• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଇଭି, ମେଥାନଲ୍ ଏବଂ ଇଥାନଲ୍ ଚାଳିତ ଗାଡ଼ିକୁ ପରମିଟ୍ ଫି’ ଛାଡ଼

FNN WEB by FNN WEB
August 20, 2026
in ଓଡ଼ିଶା
0
ଇଭି, ମେଥାନଲ୍ ଏବଂ ଇଥାନଲ୍ ଚାଳିତ ଗାଡ଼ିକୁ ପରମିଟ୍ ଫି’ ଛାଡ଼
0
SHARES
2
VIEWS

ଭୁବନେଶ୍ୱର: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ, ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ ଚାଳିତ ପରିବହନ ଯାନ ଗୁଡ଼ିକୁ ପରମିଟ୍ ଫି’ ଛାଡ କରାଯିବ । ଏହି ନିୟମ ଅଧୀନରେ ଯୋଗ୍ୟ ଗାଡ଼ିଗୁଡ଼ିକୁ ପରିବହନ କର୍ତ୍ତୃପକ୍ଷଙ୍କ ଦ୍ୱାରା ବିନା କୌଣସି ପରମିଟ୍ ଦେୟରେ ଉପଯୁକ୍ତ ପରମିଟ୍ ପ୍ରଦାନ କରାଯିବ । ତେବେ ୩୦୦୦ କିଲୋଗ୍ରାମରୁ କମ୍ GVW ଥିବା ମାଲ୍ ପରିବହନ ଗାଡ଼ିଗୁଡ଼ିକ ଏହି ଫି’ ଛାଡ଼ ବ୍ୟବସ୍ଥାରୁ ବାଦ୍ ପଡ଼ିବେ ।

ମୋଟର ଯାନ ଅଧିନିୟମ, ୧୯୮୮ର ନିୟମାବଳୀ ଅନୁଯାୟୀ ଏହି ସମସ୍ତ ଯାନ ପାଇଁ ପରମିଟ୍ ନେବା ବାଧ୍ୟତାମୂଳକ ରହିବ, କିନ୍ତୁ ଏଥିପାଇଁ କୌଣସି ପରମିଟ୍ ଫି’ ଦେବାକୁ ପଡ଼ିବ ନାହିଁ । ଏହା ସହିତ ଗାଡ଼ିଗୁଡ଼ିକର ବୈଧ ପଞ୍ଜୀକରଣ, ବୀମା, ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ ସରକାରୀ ଟିକସ ପୈଠ ଭଳି ସମସ୍ତ ପ୍ରଚଳିତ ନିୟମ ପାଳନ କରିବା ସମାନ ଭାବେ ଆବଶ୍ୟକ । ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ରାଜ୍ୟରେ ବୈଦ୍ୟୁତିକ ଗାଡ଼ିର ବ୍ୟବହାର ବୃଦ୍ଧି ପାଇବ ଏବଂ ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ ଏହା ବେଶ୍ ସହାୟକ ହେବା ନେଇ ଆଶା ରଖାଯାଇଛି ।

Previous Post

ରୁଫଟପ୍ ସୋଲାର କ୍ଷେତ୍ରରେ ଦେଶରେ ୭ମ ସ୍ଥାନରେ ଓଡ଼ିଶା

Next Post

୩୫୪ ଅଟୋ ଜବତ , ୧୦୦ରୁ ଅଧିକ ଗିରଫ

FNN WEB

FNN WEB

Next Post
୩୫୪ ଅଟୋ ଜବତ , ୧୦୦ରୁ ଅଧିକ ଗିରଫ

୩୫୪ ଅଟୋ ଜବତ , ୧୦୦ରୁ ଅଧିକ ଗିରଫ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

August 20, 2026
ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

August 20, 2026
ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

August 20, 2026
ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

August 20, 2026

Recent News

୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

August 20, 2026
ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

August 20, 2026
ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

August 20, 2026
ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

August 20, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

୧୨.୩୧ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ।

August 20, 2026
ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

ପାରାଦ୍ବୀପରେ ନିଶାମୁକ୍ତ ଯୁବଶକ୍ତି କର୍ମଶାଳ

August 20, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.