• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

FNN WEB by FNN WEB
August 20, 2026
in ଓଡ଼ିଶା
0
ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ
0
SHARES
4
VIEWS

ଭୁବନେଶ୍ୱର-ତା.୨୦.୦୮.୨୦୨୬: ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।

କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ ।

ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Previous Post

ଗାଁରେ ମିଳିବ ସହରୀ ସୁବିଧା, ସରକାରଙ୍କ ୩ କୋଟି ପ୍ଲାନ୍

Next Post

ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

FNN WEB

FNN WEB

Next Post
ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.