• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଗଷ୍ଟ ୨୮ରେ ଖାତାକୁ ଯିବ କିସ୍ତି, ପ୍ରଥମ ଥର ପାଇବେ ୨.୨୧ ଲକ୍ଷ ହିତାଧିକାରୀ

FNN WEB by FNN WEB
August 21, 2026
in ଓଡ଼ିଶା
0
ଅଗଷ୍ଟ ୨୮ରେ ଖାତାକୁ ଯିବ କିସ୍ତି, ପ୍ରଥମ ଥର ପାଇବେ ୨.୨୧ ଲକ୍ଷ ହିତାଧିକାରୀ
0
SHARES
0
VIEWS

ଭୁବନେଶ୍ବର ୨୧।୮: ରକ୍ଷା ବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା । ଅଗଷ୍ଟ ୨୮ରେ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ କିସ୍ତି ଟଙ୍କା । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ତେବେ ପ୍ରଥମ ଥର ପାଇଁ ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି, ଯେଉଁ ମାନଙ୍କର ପୂର୍ବରୁ ଏକାଧିକ ଇନଷ୍ଟଲମେଣ୍ଟ ବାକି ଅଛି ଫିଲ୍ଡ ଯାଞ୍ଚ ପରେ ସବୁ କିସ୍ତି ଏକକାଳୀନ ମିଳିବ । ପଞ୍ଚମ କିସ୍ତିର ମାସକ ପରେ ବଞ୍ଚିତ ହିତାଧିକାରୀଙ୍କୁ ଟଙ୍କା ମିଳିବ ବୋଲି ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Previous Post

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତିକଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର

Next Post

ସଙ୍ଗୀତ ଜଗତରେ ଏକ ଯୁଗର ଅନ୍ତ, ଚିରନିଦ୍ରାରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ରାଜଧାନୀରେ ନକଲି ଛେନା ଉପରେ ଚଢ଼ାଉ , କୁଇଣ୍ଟାଲରୁ ଅଧିକ ଜବତ

ରାଜଧାନୀରେ ନକଲି ଛେନା ଉପରେ ଚଢ଼ାଉ , କୁଇଣ୍ଟାଲରୁ ଅଧିକ ଜବତ

August 21, 2026
ବ୍ରାହ୍ମଣୀରେ ଦ୍ୱିତୀୟ ବନ୍ୟା , ୬ ଦିନ ହେଲା ଜଳବନ୍ଦୀ ରାଜନଗରର ପ୍ରାୟ ୧ ଲକ୍ଷ ଲୋକ

ମାଷ୍ଟରକ୍ୟାଣ୍ଟିନ୍‌ ହିଂସା: ଭୁଲ୍‌ ସ୍ୱୀକାର କରି କ୍ଷମା ମାଗିଲା ଓଲା-ଉବର ଡ୍ରାଇଭର ସଂଘ!

ମାଷ୍ଟରକ୍ୟାଣ୍ଟିନ୍‌ ହିଂସା: ଭୁଲ୍‌ ସ୍ୱୀକାର କରି କ୍ଷମା ମାଗିଲା ଓଲା-ଉବର ଡ୍ରାଇଭର ସଂଘ!

August 21, 2026
ସଙ୍ଗୀତ ଜଗତରେ ଏକ ଯୁଗର ଅନ୍ତ, ଚିରନିଦ୍ରାରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ସଙ୍ଗୀତ ଜଗତରେ ଏକ ଯୁଗର ଅନ୍ତ, ଚିରନିଦ୍ରାରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

August 21, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ରାଜଧାନୀରେ ନକଲି ଛେନା ଉପରେ ଚଢ଼ାଉ , କୁଇଣ୍ଟାଲରୁ ଅଧିକ ଜବତ

ରାଜଧାନୀରେ ନକଲି ଛେନା ଉପରେ ଚଢ଼ାଉ , କୁଇଣ୍ଟାଲରୁ ଅଧିକ ଜବତ

August 21, 2026
ବ୍ରାହ୍ମଣୀରେ ଦ୍ୱିତୀୟ ବନ୍ୟା , ୬ ଦିନ ହେଲା ଜଳବନ୍ଦୀ ରାଜନଗରର ପ୍ରାୟ ୧ ଲକ୍ଷ ଲୋକ

ବ୍ରାହ୍ମଣୀରେ ଦ୍ୱିତୀୟ ବନ୍ୟା , ୬ ଦିନ ହେଲା ଜଳବନ୍ଦୀ ରାଜନଗରର ପ୍ରାୟ ୧ ଲକ୍ଷ ଲୋକ

August 21, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.