• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଙ୍ଗୀତ ଜଗତରେ ଏକ ଯୁଗର ଅନ୍ତ, ଚିରନିଦ୍ରାରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

FNN WEB by FNN WEB
August 21, 2026
in ଓଡ଼ିଶା
0
ସଙ୍ଗୀତ ଜଗତରେ ଏକ ଯୁଗର ଅନ୍ତ, ଚିରନିଦ୍ରାରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
0
SHARES
5
VIEWS

ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଏକ ଦୁଃଖଦ ଖବର। ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି। ୮୮ ବର୍ଷ ବୟସରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ନିଜର ସୁମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ଦୀର୍ଘଦିନ ଧରି ଓଡ଼ିଆ ସଙ୍ଗୀତପ୍ରେମୀଙ୍କୁ ନିଜ ସୁରିଲା କଣ୍ଠରେ ମନୋରଞ୍ଜନ କରିଆସିଥିବା ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳି ଯାଇଛି।

୧୯୫୮ରେ ଭୁବନେଶ୍ୱର ମିଶ୍ରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର ମା’ରେ ସେ ପ୍ରଥମ ଥର ପାଇଁ କଣ୍ଠଦାନ କରିଥିଲେ। ଶ୍ରୀ ଲୋକନାଥ, ସୂର୍ଯ୍ୟମୁଖୀ, ସିନ୍ଦୂର ବିନ୍ଦୁ, ଶେଷ ଶ୍ରାବଣ, ଚିହ୍ନା ଅଚିହ୍ନା, ବତୀଘର ଆଦି ଚଳଚ୍ଚିତ୍ର ତାଙ୍କୁ ଲୋକପ୍ରିୟତାର ଶିଖରରେ ପହଞ୍ଚାଇଥିଲା। ଚଳଚ୍ଚିତ୍ର ଜୀବନରେ ସେ ବହୁ ଜାତୀୟସ୍ଥରର କଳାକାରମାନଙ୍କ ସହ କାମ କରିବାର ସୁଯୋଗ ପାଇଛନ୍ତି । ପ୍ରାୟ ୨୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଛନ୍ତି।

ଅଣଚଳଚ୍ଚିତ୍ର ସଙ୍ଗୀତରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ ଯୋଗଦାନ ରହିଛି। ବେତାର, ଦୂରଦର୍ଶନ ଓ ଆଲବମ ମାଧ୍ୟମରେ ସେ ବହୁ ଭଜନ ଓ ଆଧୁନିକ ସଙ୍ଗୀତ ଓଡ଼ିଆ ଶ୍ରୋତାମାନଙ୍କୁ ଭେଟି ଦେଇଛନ୍ତି । ୧୯୯୨ ମସିହାରେ ତାଙ୍କର ପ୍ରଥମ ଗଜଲ ଆଲବମ, ଶବ୍-ଏ-ଗଜଲ ମୁକ୍ତିଲାଭ କରିଥିଲା। ‘ମାଝିରେ ଠୁ’ ଠାରୁ ‘ନିଝୁମ ରାତି’ ଭଳି ଅନେକ ଲୋକପ୍ରିୟ ଗୀତ ତାଙ୍କ କଣ୍ଠରେ ଜୀବନ୍ତ ହୋଇଥିଲା ।

Previous Post

ଅଗଷ୍ଟ ୨୮ରେ ଖାତାକୁ ଯିବ କିସ୍ତି, ପ୍ରଥମ ଥର ପାଇବେ ୨.୨୧ ଲକ୍ଷ ହିତାଧିକାରୀ

Next Post

ମାଷ୍ଟରକ୍ୟାଣ୍ଟିନ୍‌ ହିଂସା: ଭୁଲ୍‌ ସ୍ୱୀକାର କରି କ୍ଷମା ମାଗିଲା ଓଲା-ଉବର ଡ୍ରାଇଭର ସଂଘ!

FNN WEB

FNN WEB

Next Post
ମାଷ୍ଟରକ୍ୟାଣ୍ଟିନ୍‌ ହିଂସା: ଭୁଲ୍‌ ସ୍ୱୀକାର କରି କ୍ଷମା ମାଗିଲା ଓଲା-ଉବର ଡ୍ରାଇଭର ସଂଘ!

ମାଷ୍ଟରକ୍ୟାଣ୍ଟିନ୍‌ ହିଂସା: ଭୁଲ୍‌ ସ୍ୱୀକାର କରି କ୍ଷମା ମାଗିଲା ଓଲା-ଉବର ଡ୍ରାଇଭର ସଂଘ!

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.