• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମୃଦ୍ଧ ଓଡ଼ିଶା ୨୦୩୬ ପାଇଁ ବଡ଼ ପଦକ୍ଷେପ! ୨୭୮୦ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରି

FNN WEB by FNN WEB
August 22, 2026
in ଓଡ଼ିଶା
0
ସମୃଦ୍ଧ ଓଡ଼ିଶା ୨୦୩୬ ପାଇଁ ବଡ଼ ପଦକ୍ଷେପ! ୨୭୮୦ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରି
0
SHARES
3
VIEWS

ରାଜ୍ୟରେ ଶିଳ୍ପ କ୍ଷେତ୍ରକୁ ନେଇ ଆସିଛି ବଡ଼ ଖବର । ୨ ହଜାର ୭୮୦ କୋଟି ୧୦ ଲକ୍ଷ ଟଙ୍କାର ଶିଳ୍ପ ନିବେଶ ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏହି ନିବେଶ ଦ୍ୱାରା ରାଜ୍ୟରେ ୧୪ ହଜାର ୧୦୪ଟି ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ୧୪୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ମୋଟ ୧୪ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

ତେବେ କେବଳ ନିବେଶ ନୁହେଁ, ରୋଜଗାର କ୍ଷେତ୍ରରେ ମଧ୍ୟ ଏହାର ବଡ଼ ପ୍ରଭାବ ପଡ଼ିବ । ଅନୁମୋଦିତ ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ୧୪ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବାକୁ ଥିବାରୁ ଯୁବପିଢ଼ିଙ୍କ ପାଇଁ ନୂଆ ସୁଯୋଗ ଖୋଲିବ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ବୟନ ଓ ପୋଷାକ, ରାସାୟନିକ ଶିଳ୍ପ, ମେଡିକାଲ୍ ଡିଭାଇସ୍, ଫାର୍ମା, ଇଲେକ୍ଟ୍ରୋନିକ୍ସ, ଇସ୍ପାତ, ଲୌହ ଓ ଫେରୋ ଆଲଏଜ୍ ଭଳି ବିଭିନ୍ନ କ୍ଷେତ୍ର ସାମିଲ ରହିଛି । ଏହାସହ ଇସ୍ପାତ ଡାଉନଷ୍ଟ୍ରିମ୍ ମାନୁଫାକ୍ଚରିଂ ଓ ଭିତ୍ତିଭୂମି କ୍ଷେତ୍ରର ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ମିଳିଛି ।

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା ହେବ । ଅନୁଗୁଳ, ବଲାଙ୍ଗୀର, କଟକ, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଭଳି ଜିଲ୍ଲା ଏହାର ଲାଭ ପାଇବ । ଅର୍ଥାତ୍‌, ଏକାଧିକ ଜିଲ୍ଲାରେ ଶିଳ୍ପାୟନ ବଢ଼ିବା ସହ ନୂଆ ନିଯୁକ୍ତି ଓ ଆର୍ଥିକ କାରବାର ବଢ଼ିବାର ଆଶା ରହିଛି । ୨ ହଜାର ୭୮୦ କୋଟିରୁ ଅଧିକ ନିବେଶ ଓ ୧୪ ହଜାରରୁ ଅଧିକ ଚାକିରି ରାଜ୍ୟର ଶିଳ୍ପ ଓ ରୋଜଗାର କ୍ଷେତ୍ର ପାଇଁ ଏହା ଏକ ବଡ଼ ଖବର ।

Previous Post

ଓଲା-ଉବେର-ରାପିଡୋ ପାଇଁ କଡ଼ା ନିୟମ! ସେପ୍ଟେମ୍ବର ୧ରୁ ବଦଳିବ ଆପ୍ କ୍ୟାବ୍ ବ୍ୟବସ୍ଥା

Next Post

MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

FNN WEB

FNN WEB

Next Post
MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.