• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

FNN WEB by FNN WEB
August 25, 2026
in ଓଡ଼ିଶା
0
ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ
0
SHARES
0
VIEWS

ଭୁବନେଶ୍ୱର: ରାଜ୍ୟ ପ୍ରଶାସନିକ ସେବାରେ ସ୍ୱଚ୍ଛତା ଓ ସଫଳତା ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସ୍ୱରାଷ୍ଟ୍ର, ବିଦ୍ୟାଳୟ ଓ ମାଧ୍ୟମିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଅବକାରୀ ଏବଂ ଜଙ୍ଗଲ ବିଭାଗ ଭଳି କେତେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ୭ ଜଣ ଆଇଏଏସ ଅଫିସରଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଅଧିକାରୀମାନଙ୍କୁ ନୂତନ ପଦବୀରେ ଅବସ୍ଥାପିତ କରାଯିବା ସହ କେତେକଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି।

ବୀରେନ୍ଦ୍ର କୋରକୋରା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପଦରୁ ବଦଳି ହୋଇ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବରୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଶାସନ ସଚିବ ଦାୟିତ୍ୱ ନେଇଛନ୍ତି ଆରାଧନା ଦାସ। ଆଇଏଏସ ଯୁଗଳକିଶୋର ଦାସ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସହ ଅନ୍ୟାନ୍ୟ ପଛୁଆ ବର୍ଗ (OBC) ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି।

ସେହିପରି ଅର୍ଚ୍ଚନା ଦାସ ପଟ୍ଟନାୟକ ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବ ସହ ଆୟୁଷ (AYUSH) ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଆୟୁଷ ନିର୍ଦ୍ଦେଶକ ପଦବୀରୁ ବଦଳି ହୋଇ ଆଇଏଏସ ଅଞ୍ଜନା ପଣ୍ଡା ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସଞ୍ଜୟ କୁମାର ବିଶ୍ୱାଳ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଶାସନ ସଚିବରୁ ସୂଚନା ଓ ଲୋକସମ୍ପର୍କ (I&PR) ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି।

ପୂର୍ତ୍ତ ବିଭାଗର ଉପଶାସନ ସଚିବରୁ ଓଡ଼ିଶା ନୌବାଣିଜ୍ୟ ବୋର୍ଡର ମୁଖ୍ୟ ପରିଚାଳନା ଅଧିକାରୀ (CEO) ଭାବେ ବଦଳି ହୋଇଛନ୍ତି ଆଇଏଏସ ସୁନ୍ଦର ମାଧବ ପାତ୍ର। ଏହା ସହ ତାଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ର ମହାପ୍ରବନ୍ଧକ (GM) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

Previous Post

ନକଲି ପନିର ବିରୋଧରେ ଆକ୍ସନ, ଏବେ ଖାଲି ପଡ଼ିଛି ଦୋକାନ ବଜାର

Next Post

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

August 25, 2026
ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

August 25, 2026
ନକଲି ପନିର ବିରୋଧରେ ଆକ୍ସନ, ଏବେ ଖାଲି ପଡ଼ିଛି ଦୋକାନ ବଜାର

ନକଲି ପନିର ବିରୋଧରେ ଆକ୍ସନ, ଏବେ ଖାଲି ପଡ଼ିଛି ଦୋକାନ ବଜାର

August 22, 2026
MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

August 25, 2026
ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

August 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.