• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

FNN WEB by FNN WEB
August 25, 2026
in ଓଡ଼ିଶା
0
ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ
0
SHARES
0
VIEWS

ଭୁବନେଶ୍ଵର: ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକରେ ବର୍ତ୍ତମାନ ବନ୍ୟା ବିପଦ ଟଳିଯାଇଛି। ବୈତରଣୀ, ସାଳନ୍ଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ବନ୍ୟା ସ୍ଥିତି ନଥିବା ବେଳେ ବଂଶଧାରାର ଉପର ମୁଣ୍ଡରେ ସୃଷ୍ଟି ହୋଇଥିବା ଆକସ୍ମିକ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

ହୀରାକୁଦ ଡ୍ୟାମରୁ ବର୍ତ୍ତମାନ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଅବବାହିକାରେ ଏକ ଛୋଟ ଧରଣର ବନ୍ୟା ଆଶଙ୍କା ରହିଥିବା ନେଇ ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୈତରଣୀ, ସାଳନ୍ଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ। ସେପଟେ ଉପରମୁଣ୍ଡ ବର୍ଷା ଯୋଗୁଁ ୧୬ଟି ଗେଟ୍ ଦେଇ ହୀରାକୁଦରୁ ଛଡ଼ାଯାଉଛି ପାଣି।

ଆସନ୍ତାକାଲି ସୁଦ୍ଧା ମୁଣ୍ଡଳୀ ନିକଟରେ ୬.୫୦ ଲକ୍ଷରୁ ୬.୭୦ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା। ଆଗାମୀ ୩ ଦିନ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ। ଜଳ ସଂପଦ ବିଭାଗର ଇଆଇସି ଦିଲୀପ ରାଉତଙ୍କ କହିବା ଅନୁଯାୟୀ, ମହାନଦୀରେ ଜଳସ୍ତର ବୃଦ୍ଧି ପାଉଥିଲେ ବି ଏହାକୁ ନେଇ ଆତଙ୍କିତ ହେବାର କୌଣସି କାରଣ ନାହିଁ। ବର୍ତ୍ତମାନର ଆକଳନ ଅନୁସାରେ ୮ ରୁ ୧୦ ଘଣ୍ଟା ପର୍ଯ୍ୟନ୍ତ ଏହି ବନ୍ୟାଜଳର ପ୍ରଭାବ ରହିବ।

ସେହିପରି ବଂଶଧାରା ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଯେଉଁ ଜଳବନ୍ଦୀ ଓ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା, ତାହା ଏବେ ଧୀରେ ଧୀରେ କମିବାରେ ଲାଗିଛି। ଆଗାମୀ ୭୨ ଘଣ୍ଟା ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନଥିବାରୁ ନଦୀଗୁଡ଼ିକର ଜଳସ୍ତର ଶୀଘ୍ର ସ୍ୱାଭାବିକ ଅବସ୍ଥାକୁ ଫେରିଆସିବ।

Previous Post

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

August 25, 2026
ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

August 25, 2026
ନକଲି ପନିର ବିରୋଧରେ ଆକ୍ସନ, ଏବେ ଖାଲି ପଡ଼ିଛି ଦୋକାନ ବଜାର

ନକଲି ପନିର ବିରୋଧରେ ଆକ୍ସନ, ଏବେ ଖାଲି ପଡ଼ିଛି ଦୋକାନ ବଜାର

August 22, 2026
MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

MMDR ସଂଶୋଧନକୁ ନେଇ ଓଡ଼ିଶାରେ ରାଜନୈତିକ ଝଡ଼, ବଢ଼ିଲା ବିରୋଧ

August 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

ଟଳିଲା ବଡ଼ ବନ୍ୟା ବିପଦ; ହେଲେ ମହାନଦୀରେ ବଢ଼ୁଛି ଜଳସ୍ତର, ୧୬ ଗେଟରେ ହେଉଛି ନିଷ୍କାସନ

August 25, 2026
ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ, ୭ IAS ଅଫିସରଙ୍କୁ ମିଳିଲା ନୂଆ ଦାୟିତ୍ୱ

August 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.