• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି

FNN WEB by FNN WEB
May 28, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି
0
SHARES
2
VIEWS

ଭଦ୍ରକ: ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସଭାପତି ମଲ୍ଲକାର୍ଜୁନ ଖଡ୍‌ଗେ ଆସନ୍ତାକାଲି (୨୯ ତାରିଖ)ରେ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ନିର୍ବାଚନ ପ୍ରଚାର କରିବେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତା ୩୦ ତାରିଖରେ ଭଦ୍ରକର ରଣିତାଲ ପଡ଼ିଆକୁ ଆସିବେ। ଭଦ୍ରକ ଜିଲ୍ଲାରେ କଂଗ୍ରେସର ଲୋକସଭା ପ୍ରାର୍ଥୀ ଅନନ୍ତ ପ୍ରସାଦ ସେଠୀ ଓ କଂଗ୍ରେସର ବିଧାନ ସଭା ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର ରେ ଆସିବେ ବୋଲି ଆଜିର ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରକାଶ କହିଛନ୍ତି। ଶ୍ରୀ ପଟ୍ଟନାୟକ କହିଲେ କେନ୍ଦ୍ର ସରକାର ଯେଉଁ ୩୦ ଲକ୍ଷ ଶିକ୍ଷିତ ଯୁବକଙ୍କୁ ଚାକିରି ଦେବା ବୋଲି କହିଥିଲା ତାହା କୁଆଡ଼େ ଗଲା। କଂଗ୍ରେସ ଚାଷୀଙ୍କ ପାଇଁ ବିଜେପି କୃଷକ ମାରଣ ନୀତିରେ ରହୁଥିବା ବେଳେ ଚାଷୀର ଧାନର ସହାୟକ ମୂଲ୍ୟ ବୃଦ୍ଧି କରାଯାଉନାହିଁ। କଂଗ୍ରେସ। କୃଷକଙ୍କ ଦୁଃଖ ବୁଝିବ ବୋଲି କହିଛି। ଧାନର ସହାୟକ ମୂଲ୍ୟ ବୃଦ୍ଧି କରାଯିବ ବୋଲି କଂଗ୍ରେସ କହୁଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ଏହି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ ନେତା ଦଳର ଉପସଭାପତି ତାରା ବାହିନୀପତି ଯୋଗଦେଇ କହିଲେ, ଆଗାମୀ ଦିନରେ କଂଗ୍ରେସ ଉପରେ ଲୋକେ ବିଶ୍ୱାସ କରିଛନ୍ତି। କଂଗ୍ରେସ ଲୋକଙ୍କ ସହିତ ଅଛି। ବିଜେଡ଼ି ବିଜେପି ଗୋଟିଏ ଦକ। ଏମାନଙ୍କ ମଧ୍ୟରେ ଭିଚରି ସମପରକ ରହିଛି। ତେଣୁ ଏହି ଦୁଇ ଦଳକୁ କେହି ଭୋଟ ଦିଆତ୍ନୁ ନାହିଁ। କଂଗ୍ରେସକୁ ଭୋଟ ଦେଇ କ୍ଷମତାକୁ ଆଣିବାକୁ ଶ୍ରୀ ବହିନ ପତି କହିଥିଲେ।

ଏହି ସାମ୍ବାଦିକ ସମ୍ମିଳନୀରେ ଆଇସିସି ଅବଜରଭର ରବୀନ୍ଦ୍ର ଜି, ଲୋକସଭା ପ୍ରାର୍ଥୀ ବରିଷ୍ଠ କଂଗ୍ରେସ ନେତା ଅନନ୍ତ ପ୍ରସାଦ ସେଠୀ, ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଶୁଭେନ୍ଦୁ ରାୟ ମହାପାତ୍ର, କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ନଳିନୀକାନ୍ତ ମହାନ୍ତି, କଂଗ୍ରେସର ପୂର୍ବତନ ଜିଲ୍ଲା ସଭାପତି ସୁବ୍ରତ ଦାସ, ଜିଲ୍ଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ଦେବରୂପ ମହାନ୍ତି, ଯୁବନେତା ବଳରାମ ରାଉତ, କଂଗ୍ରେସର ଦଳିତ ନେତା ରାଜେନ୍ଦ୍ର ପ୍ରସାଦ ଜେନା ପ୍ରମୁଖ ଯୋଗଦେଇଥିଲେ। କୃଷକଙ୍କର ଉତ୍ପାଦିତ ଧାନର ମୂଲ୍ୟ ବୃଦ୍ଧି କଂଗ୍ରେସ କରିବ ବୋଲି କହିବା ପରେ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବରେ ଲୁଟିଛନ୍ତି। ୨୫ ବର୍ଷରେ ଆମକୁ ଦାଦନ ଖଟି ଯିବାକୁ ପଡୁଛି। ନାରୀ ନିର୍ଯାତନା ବଢ଼ିଛି। ଶିଶୁ ନିର୍ଯାତନାର ଶିକାର ହେଉଛି।

ବିଜେପି-ବିଜେଡ଼ି ମିଳିତ ଭାବରେ ନିର୍ବାଚନ ଲଢ଼ି ଥିଲେ। ପୁଣି ମିଶିବେ। ବିଜେପିର ସବୁ କେନ୍ଦ୍ରୀୟ ବିଲ ଉପରେ ବିଜେଡ଼ି ସମର୍ଥନ କରିଛି। କଂଗ୍ରେସ ଯୁବକମାନଙ୍କୁ ପ୍ରତିଶ୍ରୁତି ଦେଇଛି ବେକାର ହଟାଇବା। କଂଗ୍ରେସ ଦୁଇଟି ହାତ ଚିହ୍ନରେ ଭୋଟ ଦେବାକୁ ଅନୁରୋଧ କରିଥିଲେ। ମଦ ମାଂସ, ବାହୁବଳ, ସରକାରୀ କଳର ଅପବ୍ୟବହାରକୁ ନେଇ ତୀବ୍ର ବିରୋଧ କରିଛନ୍ତି। ସାଧାରଣ ଲୋକ ବିଜେଡ଼ିର ଗୁଣ୍ଡାରାଜାକୁ ଆଉ ଗ୍ରହଣ କରି ନାହାନ୍ତି। ମୁହଁ ଫେରାଇ ଲେନି ଭୋଟର।

Previous Post

ଓଡ଼ିଶାରେ ବିଜେପି ସରକାର ଆସିଲେ, ୪ ମାସ ଭିତରେ ଭଦ୍ରକରେ ମେଡିକାଲ୍ କଲେଜ୍ ପ୍ରତିଷ୍ଠା ହେବ: ଅମିତ ଶାହ

Next Post

ପ୍ରଶାନ୍ତ ଜଗଦ୍ଦେବ ଭଳି ଜଣେ ଗୁଣ୍ଡାକୁ ନିର୍ଦ୍ଦୋଷ ସଜାଇବା ପାଇଁ ପ୍ରତିଯୋଗିତା କରୁଛନ୍ତି ବିଜେପି ନେତା: ବିଜେଡି

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.