• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

FNN WEB by FNN WEB
May 30, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା
0
SHARES
2
VIEWS

ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଶ୍ରୀକ୍ଷେତ୍ର ଭଉଁରି ଯାତରେ ବାଣ ବିସ୍ଫୋରଣ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଆହତ ଚିକିତ୍ସିତ ହେଉଛନ୍ତି। ଏହି ଅଘଟଣ ନେଇ ଗତକାଲି ରାତିରେ ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ଆହତମାନଙ୍କୁ ଚିକିତ୍ସା ବ୍ୟବସ୍ଥା କରାଇବା ନେଇ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆଜି ପୂର୍ବାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପହଞ୍ଚି ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ଏଥି ସହିତ ମୁଖ୍ୟମନ୍ତ୍ରୀ ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିବା ସହ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ସେପଟେ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Previous Post

ଚାନ୍ଦବାଲିରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

Next Post

ମୋ ଉତ୍ତରାଧିକାରୀ ରାଜ୍ୟବାସୀ ସ୍ଥିର କରିବେ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ

ମୋ ଉତ୍ତରାଧିକାରୀ ରାଜ୍ୟବାସୀ ସ୍ଥିର କରିବେ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.