• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୋ ଉତ୍ତରାଧିକାରୀ ରାଜ୍ୟବାସୀ ସ୍ଥିର କରିବେ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 30, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ
0
SHARES
2
VIEWS

ଭୁବନେଶ୍ବର : ବିଜୁ ଜନତା ଦଳ ସର୍ବଦା ଲୋକଙ୍କ ପାଇଁ କାମ କରି ଆସିଛି। ମୋ ପରେ ବି ଦଳ ଲୋକଙ୍କ ପାଇଁ କାମ କରିବ। ନ୍ୟୁଜ୍ ଏଜେନ୍ସି ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ୨୭ ବର୍ଷ ହେବ ବିଜେଡିର ସଭାପତି ଅଛି, ଆଗକୁ ମଧ୍ୟ ରହିବ। ବିଜେଡି ଓଡ଼ିଶାର ଲୋକଙ୍କ ସେବା ପାଇଁ ଗଠନ ହୋଇଥିଲା , ଆଉ ଏହି କାମ ଆମେ କରି ଚାଲିଛୁ। ମୋ ପରେ ବି ଲୋକଙ୍କ ପାଇଁ କାମ କରିବ ବିଜେଡି।

ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଓଡ଼ିଶା ଗସ୍ତରେ ଆସି ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ କହିଛନ୍ତି ଯେ ମୋ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି।ମାସେ ହେଲା ଖରାରେ ପ୍ରଚାର କରୁଛି । ରାଜ୍ୟବାସୀଙ୍କ ସେବା କରିବାକୁ ସମ୍ପୂର୍ଣ୍ଣ ଫିଟ୍ ଅଛି। ବିଜେଡି ନିର୍ବାଚନରେ ଭଲ ପ୍ରଦର୍ଶନ କରି ପୁଣି କ୍ଷମତାକୁ ଆସିବ। ବିଜେପି ଏବେ ହତାସ ହୋଇ ପଡ଼ିଛି। ତେଣୁ ଏଭଳି ମନ୍ତବ୍ୟ ପ୍ରଧାନମନ୍ତ୍ରୀ ଦେଇଛନ୍ତି। ଗତ ୧୦ ବର୍ଷ ହେବ ବିଜେପିର କିଛି ନେତା ଏମିତି ଅପପ୍ରଚାର କରୁଛନ୍ତି । ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ତେବେ ଫୋନ କରି ମୋ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ପାରିଥାନ୍ତେ । ନିର୍ବାଚନ ସମୟରେ ଏଭଳି କହିବା କେବଳ ଭୋଟ ପାଇଁ ବୋଲି କହିଛନ୍ତି ନବୀନ ।

ଅନ୍ୟପଟେ ନବୀନ ପୂର୍ବରୁ ନିଜ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିତ କରିବେ ବୋଲି କହିସାରିଥିଲେ ମଧ୍ୟ ବିରୋଧୀ ଏହାକୁ ନେଇ କହୁଥିବା ମିଥ୍ୟା ଅପପ୍ରଚାରକୁ ନେଇ ମୁହଁ ଖୋଲିଛନ୍ତି। ନବୀନ କହିଛନ୍ତି କାର୍ତ୍ତିକ ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି ବରଂ ଉତ୍ତରାଧିକାରୀ କିଏ ହେବ ତାହା ରାଜ୍ୟବାସୀ ନିଷ୍ପତ୍ତି ନେବେ । କାହିଁକି ଏମିତି ଅପପ୍ରଚାର କରାଯାଉଛି ତାହା ବୁଝିପାରୁନି । କାରଣ ପାଣ୍ଡିଆନ ନିର୍ବାଚନ ମଧ୍ୟ ଲଢୁନାହାନ୍ତି । ମୁଁ ସରକାରରେ ସବୁ ନିଷ୍ପତ୍ତି ନିଏ । ବିରୋଧୀ ଏଭଳି ଅଭିଯୋଗ ପୂର୍ବରୁ ମଧ୍ୟ ଆଣିଛନ୍ତି । ମୁଁ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରେ । କୌଣସି କ୍ୟାବିନେଟ ବୈଠକ ହୋଇନାହିଁ ଯେଉଁ ବୈଠକରେ ମୁଁ ଅଧ୍ୟକ୍ଷତା କରିନାହିଁ ବୋଲି କହିଛନ୍ତି ନବୀନ। ଏଥି ସହିିିତ ବିଜେପି ତରଫରୁ କ୍ରମାଗତ ଅପଶବ୍ଦ ଏବଂ ହୀନ ମନ୍ତବ୍ୟକୁ ନେଇ ନବୀନ କହିଛନ୍ତି, ରାଜନୀତିରେ ମୋର କାହାପ୍ରତି ଆକ୍ରୋଶ ନାହିଁ । ସାଧାରଣ ଜୀବନରେ ମୁଁ କାହା ପ୍ରତି କେବେ ଆକ୍ରୋଶ ଦେଖାଇନି । ପ୍ରସଙ୍ଗ ଭିତ୍ତିକ ସମର୍ଥନ ଦରକାର ହେଲେ ପରିସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Previous Post

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

Next Post

ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି

FNN WEB

FNN WEB

Next Post
ଆହୁରି ୩ ଦିନ ଆକାଶରୁ ହେବ ଅଗ୍ନିବର୍ଷା, ଜାରି ରହିବ ଗୁଳୁଗୁଳି

ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

May 12, 2025
ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

May 12, 2025
ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

May 12, 2025
ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ

ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ

May 12, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

May 12, 2025
ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

May 12, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.