• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି

FNN WEB by FNN WEB
May 30, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆହୁରି ୩ ଦିନ ଆକାଶରୁ ହେବ ଅଗ୍ନିବର୍ଷା, ଜାରି ରହିବ ଗୁଳୁଗୁଳି

heat wave in the city and hand showing thermometer for high temperature

0
SHARES
2
VIEWS

ଭୁବନେଶ୍ବର: ରାଜ୍ୟରେ ଚଳିତ ବର୍ଷର ତାପମାତ୍ରା ରେକର୍ଡ କରିଛି। ଆଜି ପୂରା ପଶ୍ଚିମ ଓଡ଼ିଶା ପ୍ରବଳ ଖରାରେ ଜଳିଛି। ଝାରସୁଗୁଡ଼ାରେ ପାରଦ ୪୭ଡିଗ୍ରିକୁ ଉଠିଛି। ଏଥି ସହିତ ଝାରସୁଗୁଡ଼ାରେ ମେ’ ମାସର ସର୍ବକାଳୀନ ରେକର୍ଡ ଭାଙ୍ଗିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛିଯେ, ୨୬ ବର୍ଷ ପୂର୍ବରୁ ୧୯୯୮ ମେ’ ୨୮ ତାରିଖରେ ଝାରସୁଗୁଡ଼ାରେ ୪୮ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆଜିର ତାପମାତ୍ରା ଝାରସୁଗୁଡା ଇତିହାସରେ ୬ଷ୍ଠ ଥର ପାଇଁ ଯୁଗ୍ମ ସର୍ବାଧିକ ତାପମାତ୍ରା ବୋଲି କୁହାଯାଇଛି।

–୨୪ ମେ’ ୧୯୯୮ : ୪୭.୬
-୨୦ ମେ’ ୧୯୭୮: ୪୭.୫
-୧୧ ମେ’ ୧୯୭୫: ୪୭.୪
-୨୭ ମେ’ ୧୯୯୮: ୪୭.୨
-୩୦ ମେ’ ୨୦୨୪ ଏବଂ ୨୪ ମଇ ୨୦୦୫ ୪୭

ଓଡ଼ିଶାରେ ପ୍ରବଳ ଖରା ହେଉଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। ଏହା ଉତ୍ତର-ପୂର୍ବ ଅଞ୍ଚଳ ଆଡକୁ ମୁହାଁଇବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି, ମୌସୁମୀ ଆଗୁଆ ଆସି। ଦୁଇ ଦିନ ପୂର୍ବରୁ କେରଳ ଛୁଇଁଛି। ଓଡିଶାକୁ ଜୁନ ୧୨ ପରେ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଦେଶରେ ଏଥର ଭଲ ବର୍ଷା ହେବ। ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇପାରେ। ୧ ଜୁନରୁ ୩୧ ସେପଟେମ୍ବର ଯାଏଁ ମୌସୁମୀ ପାଇଁ ୮୭ ସେଣ୍ଟିମିଟର ବର୍ଷା ହେଇଥାଏ, ଏଥର ୧୦୬ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

Previous Post

ମୋ ଉତ୍ତରାଧିକାରୀ ରାଜ୍ୟବାସୀ ସ୍ଥିର କରିବେ: ମୁଖ୍ୟମନ୍ତ୍ରୀ

Next Post

ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ

FNN WEB

FNN WEB

Next Post
ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ

ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

May 12, 2025
ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

May 12, 2025
ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

ଭାରତର ଲଢେଇ କେବଳ ଆତଙ୍କବାଦୀଙ୍କ ବିରୋଧରେ

May 12, 2025
ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ

ବିଧାନସଭାଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ

May 12, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

ଅପରେସନ୍ ସିନ୍ଦୂର ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା: ପ୍ରଧାନମନ୍ତ୍ରୀ

May 12, 2025
ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ: ମୁଖ୍ୟମନ୍ତ୍ରୀ

May 12, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.