• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ

FNN WEB by FNN WEB
May 30, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ
0
SHARES
2
VIEWS

ଭୋଟ୍‌ ଦେବେ ୯୯ଲକ୍ଷ ୬୧ହଜାର ମତଦାତା
ଭୁବନେଶ୍ବର: ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ଯାଏଁ ମତଦାନ ହେବ। ଏହି ପର୍ଯ୍ୟାୟରେ ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ପ୍ରକ୍ରିୟାରେ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ମତଦାତା ନିର୍ଣ୍ଣାୟକ ସାଜିବେ। ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୁଲିସ ବ୍ୟତୀତ ୧୨୫ କମ୍ପାନି କେନ୍ଦ୍ରୀୟ ବଳ ମୁତୟନ କରାଯାଇଛି। ୮ଟି ଜିଲ୍ଲାରେ ହେବାକୁ ଥିବା ମତଦାନ ପାଇଁ ୧୦,୮୮୨ଟି ମତଦାନ କେନ୍ଦ୍ରରେ କରାଯାଇଛି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଶନିବାର ମତଦାନ ହେବ। ଏହି ପର୍ଯ୍ୟାୟରେ ବିଧାନସଭାର ୩୯୪ଜଣ ଓ ଲୋକସଭାର ୬୬ଜଣ ପ୍ରାର୍ଥୀ ସେମାନଙ୍କର ଭାଗ୍ୟ ପରୀକ୍ଷା କରୁଛନ୍ତି । ୫୦.୮୮ଲକ୍ଷ ପୁରୁଷ ଓ ୪୮.୭୨ଲକ୍ଷ ମହିଳା ଓ ୬୮୭ଜଣ ତୃତୀୟ ଲିଙ୍ଗ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ପ୍ରଥମଥର ପାଇଁ ୧୮-୧୯ବର୍ଷ ବୟସର ୨.୫୭ଲକ୍ଷ ଭୋଟର ନିଜର ମତାଦନ କରିବେ। ଏହି ପର୍ଯ୍ୟାୟରେ ୨୦-୨୯ବର୍ଷ ବୟସର ୨୦.୫୧ଲକ୍ଷ ଯୁବ ଭୋଟର ରହିଛନ୍ତି ।

ଶ୍ରୀ ଧଳ କହିଛନ୍ତି, ୧୪୦୦ରୁ ଅଧିକ ମତଦାନ କେନ୍ଦ୍ରକୁ ସମ୍ପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ। ମୋଟ ୭୨ହଜାର ପୁଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ସ୍ୱେଚ୍ଛାସେବୀ ଓ ଆଶାକର୍ମୀ ନିୟୋଜିତ ହୋଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ସଂସଦୀୟ କ୍ଷେତ୍ର ପାଇଁ ୧୩୪୬୨ଟି ବାଲାଟ ୟୁନିଟ୍ ଓ ବିଧାନସଭା ପାଇଁ ୧୪୧୨୨ଟି ବାଲାଟ୍ ୟୁନିଟର ବ୍ୟବସ୍ଥା ହୋଇଛି। ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୨୨ କମ୍ପାନି କେନ୍ଦ୍ରୀୟ ଫୋର୍ସ ଓ ପୁରୀ ଜିଲ୍ଲାର ୨ଟି ବିଧାନସଭା କ୍ଷେତ୍ରରେ ୭ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି।

Previous Post

ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି

Next Post

କିଟ୍‍ ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ର ସମାବର୍ତ୍ତନ

FNN WEB

FNN WEB

Next Post
କିଟ୍‍ ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ର ସମାବର୍ତ୍ତନ

କିଟ୍‍ ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ର ସମାବର୍ତ୍ତନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାକିସ୍ତାନ ଆମକୁ ଉସୁକାଇବାକୁ ଚେଷ୍ଟା କରୁଛି, ଆମେ ସଂଯମତାର ସହ ଜବାବ ଦେଉଛୁ

ପାକିସ୍ତାନ ଆମକୁ ଉସୁକାଇବାକୁ ଚେଷ୍ଟା କରୁଛି, ଆମେ ସଂଯମତାର ସହ ଜବାବ ଦେଉଛୁ

May 10, 2025
ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

May 10, 2025
ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

May 10, 2025
ରଣନୀତି ପ୍ରସ୍ତୁତି ନେଇ ବସୁଛି ଘନଘନ ବୈଠକ

ରଣନୀତି ପ୍ରସ୍ତୁତି ନେଇ ବସୁଛି ଘନଘନ ବୈଠକ

May 9, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାକିସ୍ତାନ ଆମକୁ ଉସୁକାଇବାକୁ ଚେଷ୍ଟା କରୁଛି, ଆମେ ସଂଯମତାର ସହ ଜବାବ ଦେଉଛୁ

ପାକିସ୍ତାନ ଆମକୁ ଉସୁକାଇବାକୁ ଚେଷ୍ଟା କରୁଛି, ଆମେ ସଂଯମତାର ସହ ଜବାବ ଦେଉଛୁ

May 10, 2025
ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

May 10, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.