• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ମୁଖ୍ୟମନ୍ତ୍ରୀ କିଏ ହେ‌ବେ, ଦଳ ନିଷ୍ପତ୍ତି ନେବ’

FNN WEB by FNN WEB
May 31, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ମୁଖ୍ୟମନ୍ତ୍ରୀ କିଏ ହେ‌ବେ, ଦଳ ନିଷ୍ପତ୍ତି ନେବ’
0
SHARES
11
VIEWS

ଭୁବନେଶ୍ବର: ମୁଁ ଲୋକସଭା ନିର୍ବାଚନ ଲଢ଼ିଛି। କିନ୍ତୁ ମୁଁ ନିଶ୍ଚିତ ଯେ ଏଥର ବିଜେପି ସ୍ପଷ୍ଟ ବହୁମତ ସହ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ବିଜେପି ସରକାରରେ ଜଣେ ଓଡ଼ିଆ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବେ। କିନ୍ତୁ କିଏ ହେବେ ସେନେଇ ଦଳ ଠିକ୍ ସମୟରେ ନିଷ୍ପତ୍ତି ନେବ। ମୁଁ ଦଳର ଜଣେ ସାଧାରଣ କର୍ମକର୍ତ୍ତା, ଦଳରେ ଅନେକ ଯୋଗ୍ୟ ବ୍ୟକ୍ତି ଅଛନ୍ତି, କିଏ ବି ହୋଇପାରିବେ।

ଆଜି ଏଏନ୍‌ଆଇର ସମ୍ପାଦକ ସ୍ମିତା ପ୍ରକାଶଙ୍କ ପ୍ରଶ୍ନ ‘ମୁଁ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ସହ କଥା ହେଉଛି କି?’ର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏମିତି ମତ ରଖିଛନ୍ତି। ଏହି ସାକ୍ଷାତକାର ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ୨୦୧୪ରେ ଆମେ ଓଡ଼ିଶାରେ ତିନି ନମ୍ବର ସ୍ଥାନରେ ଥିଲୁ। ୨୦୧୯ରେ ଦୁଇ ନମ୍ବରକୁ ଆସିଲୁ। ଏଥର ଆମେ ୨୧ରୁ ୨୧ ଲୋକସଭା ଆସନ ଜିତିବୁ। ବହୁମତ ସହ ଏଠାରେ ସରକାର ଗଠନ କରିବୁ। ବିକାଶ ଓ ଅସ୍ମିତା ପ୍ରସଙ୍ଗ ଲୋକଙ୍କ ମନରେ ଛାଇ ଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଲୋକଙ୍କୁ ସରକାର ବଦଳାଇବାକୁ ଅପିଲ୍ କରିଛନ୍ତି, ଆଉ ଲୋକେ ବି ସ୍ଥିର କରି ସାରିଛନ୍ତି ଯେ ଏଥର ବିଜେପି ସରକାର ହେବ। ଏକ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ନବୀନ ପଟ୍ଟନାୟକ ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି। ପିଏମ୍‌ ଶ୍ରୀ, ପିଏମ୍‌ ଉଷା ଯୋଜନା ମଧ୍ୟ ଲାଗୁ କରୁନାହାନ୍ତି। ମୋଦୀଙ୍କ ନାଁ ଆସିଲେ ତାକୁ ଲାଗୁ ନକରିବା ତାଙ୍କର ଏକ ରଣନୀତି। ତାଙ୍କୁ ମୋଦୀ ଫୋବିଆ ହୋଇଛି।
ଏହି ସାକ୍ଷାତକାରରେ କଂଗ୍ରେସକୁ ଟାର୍ଗେଟ୍ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାରେ କଂଗ୍ରେସ ପାର୍ଟି ନବୀନଙ୍କ ପକେଟରେ ଅଛି।

ଓଡ଼ିଶାରେ କଂଗ୍ରେସର ସବୁ ଟିକେଟ ନବୀନ ବାଣ୍ଟିଛନ୍ତି। ଯେଉଁଠି ଯାହାକୁ ଇଚ୍ଛା ହେଲା, ସେଠି ଟିକେଟ ଦେଇଛନ୍ତି। ବିଜେଡିର କହିବା ଅନୁସାରେ କଂଗ୍ରେସ ବାରମ୍ବାର ପ୍ରାର୍ଥୀ ବଦଳାଇଛି। ବିଜେପିକୁ ରାହୁଲ ଗାନ୍ଧୀଙ୍କ କଟାକ୍ଷ ନେଇ ଧର୍ମେନ୍ଦ୍ର କହିଛନ୍ତି ଯେ ରାହୁଲଙ୍କୁ ମୋଦୀ ଫୋବିଆ ହୋଇଯାଇଛି। ସେ କ’ଣ କହୁଛନ୍ତି ତାଙ୍କୁ ଜଣାନାହିଁ। ଏବେ ତାଙ୍କ ସ୍କ୍ରିପ୍ଟ ବଦଳିଯାଇଛି।

Previous Post

ଯାଜପୁର-ଭଦ୍ରକ-ବାଲେଶ୍ବରରେ ଧର୍ମେନ୍ଦ୍ରଙ୍କ ପ୍ରଚାର: ‘ଏଥର ଲୋକେ ପରିବର୍ତ୍ତନ ଆଣିବେ’

Next Post

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

FNN WEB

FNN WEB

Next Post
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.