• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଆସିଲା ଏକଜିଟ ପୋଲ୍ ଆକଳନ : ଦେଶରେ ପୁଣି ଥରେ ମୋଦୀ ସରକାର

FNN WEB by FNN WEB
June 1, 2024
in ଜାତୀୟ, ମୁଖ୍ୟ ଖବର, ରାଜନୀତି
0
ଆସିଲା ଏକଜିଟ ପୋଲ୍ ଆକଳନ : ଦେଶରେ ପୁଣି ଥରେ ମୋଦୀ ସରକାର
0
SHARES
6
VIEWS

ଅଧିକାଂଶ ରିପୋର୍ଟରେ ବିଜେପିକୁ ୩୫୦ରୁ ଅଧିକ ଆସନ
ନୂଆଦିଲ୍ଲୀ: ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ସହ ବିଭିନ୍ନ ସର୍ଭେ ସଂସ୍ଥାଙ୍କ ଦ୍ବାରା କରାଯାଇଥିବା ବୁଥ ବାହୁଡ଼ା ମତାମତ ସର୍ଭେ ବା ଏକଜିଟ ପୋଲ୍ ରିପୋର୍ଟ ଆସିଛି । ଅଧିକାଂଶ ସଂସ୍ଥଙ୍କ ଆକଳନରୁ ଜଣାପଡ଼ିଛି ଯେ ଏଥର ପୁଣି ଥରେ ଦେଶରେ ମୋଦୀ ସରକାର ହେବାକୁ ଯାଉଛି ।

ଇଣ୍ଡିଆ ନ୍ୟୁଜ୍-ଡି ଡାଇନାମିକ୍ସର ଆକଳନ ଅନୁସାରେ ଲୋକସଭା ନିର୍ବାଚନରେ ଏନଡିଏକୁ ୩୭୧ଟି ଆସନ ମିଳିବାର ସମ୍ଭାବନା ଥିବାବେଳେ ଇଣ୍ଡିଆ ମେଣ୍ଟକୁ ୧୨୫ଟି ଆସନ ଜିତିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କୁ ୪୭ଟି ଆସନ ଜିତିବାର ସମ୍ଭାବନା ରହିଛି ।

ସେହିପରି ‘ଜନ କି ବାତ’ର ଆକଳନ ଅନୁସାରେ ଏନଡିଏକୁ ୩୬୨-୩୯୨ଟି ଆସନ ମିଳିବାର ସମ୍ଭାବନା ଥିବାବେଳେ ଇଣ୍ଡିଆ ମେଣ୍ଟକୁ ୧୪୧-୧୬୧ଟି ଆସନ ଜିତିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କୁ ୧୦-୨୦ଟି ଆସନ ଜିତିବାର ସମ୍ଭାବନା ରହିଛି ।

ରିପବ୍ଲିକ୍ ଭାରତ-ମାଟ୍ରିଜର ଆକଳନ ଅନୁସାରେ ଏନଡିଏକୁ ୩୫୩-୩୬୮ଟି ଆସନ ମିଳିବାର ସମ୍ଭାବନା ଥିବାବେଳେ ଇଣ୍ଡିଆ ମେଣ୍ଟକୁ ୧୧୮-୧୩୩ଟି ଆସନ ଜିତିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କୁ ୪୩-୪୮ଟି ଆସନ ଜିତିବାର ସମ୍ଭାବନା ରହିଛି ।

ଏନଡିଟିଭି-ପୋଲ ଅଫ ପୋଲ୍ସର ଆକଳନ ଅନୁସାରେ ଏନଡିଏକୁ ୩୬୫ଟି ଆସନ ମିଳିବାର ସମ୍ଭାବନା ଥିବାବେଳେ ଇଣ୍ଡିଆ ମେଣ୍ଟକୁ ୧୪୨ଟି ଆସନ ଜିତିବାର ସମ୍ଭାବନା ରହିଛି । ଅନ୍ୟମାନଙ୍କୁ ୩୬ଆସନ ଜିତିବାର ସମ୍ଭାବନା ରହିଛି ।

Previous Post

ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ: ଜଗତସିଂହପୁରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ

Next Post

ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ

FNN WEB

FNN WEB

Next Post
ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ

ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.