• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ

FNN WEB by FNN WEB
June 1, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ସପକ୍ଷରେ ବୁଥ୍‌ ବାହୁଡ଼ା ମତ
0
SHARES
12
VIEWS

ଭୁବନେଶ୍ବର: ଲୋକସଭା ନିର୍ବାଚନ-୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ଆସନ୍ତା ୪ ତାରିଖରେ ଏହାର ଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଆଜି ବିଭିନ୍ନ ଜାତୀୟ ଗଣମାଧ୍ୟମର ସହାୟତାରେ ସର୍ଭେ ସଂସ୍ଥାଗୁଡ଼ିକ ବୁଥ୍‌ ବାହୁଡ଼ା ମତ ପ୍ରକାଶ କରିଛନ୍ତି। ଏଥର ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଭଲ ପ୍ରଦର୍ଶନ କରିବ ବୋଲି ସର୍ଭେ ରିପୋର୍ଟ କରିଛି। ସର୍ଭେ ରିପୋର୍ଟ ଗୁଡ଼ିକରେ କୁହାଯାଉଛି ଯେ, ବିଜୁ ଜନତା ଦଳକୁ ୨୦୧୯ ନିର୍ବାଚନ ତୁଳନାରେ ବହୁତ କମ୍‌ ଆସନରେ ମିଳିପାରେ।

ଇଣ୍ଡିଆ ଟିଭିର ସର୍ଭେ ଅନୁସାରେ ବିଜେପିକୁ ୧୫ରୁ ୧୭ଟି ଆସନ ମିଳିପାରେ। ବିଜେଡି ଖାତାକୁ ୪-୬ଟି ଆସନ ଯାଇପାରେ।‌ ସେହିପରି କଂଗ୍ରେସ ପୂର୍ବ ଭଳି ଗୋଟିଏ ଆସନ ଜିତିପାରେ ବୋଲି ସର୍ଭେ ରିପୋର୍ଟ କହୁଛି। ଏବିପି-ସି ଭୋଟର ସର୍ଭେ ରିପୋର୍ଟ କହୁଛି, ବିଜେପିକୁ ୧୭ରୁ୧୯, ବିଜେଡିକୁ ସର୍ବାଧିକ ୩ ଓ କଂଗ୍ରେସକୁ ସର୍ବାଧିକ ୨ଟି ଆସନ ମିଳିପାରେ। ଇଣ୍ଡିଆ ନ୍ୟୁଜ ରିପୋର୍ଟ ଅନୁସାରେ ରାଜ୍ୟରେ ବିଜେପିକୁ ୧୩ ଓ ବିଜେଡିକୁ ୮ଟି ଲୋକସଭା ଆସନ ମିଳିବ। ନ୍ୟୁଜ ୨୪ର ସର୍ଭେ କହୁଛି, ବିଜେପିକୁ ୧୬ ଓ ବିଜେଡିକୁ ୪ ଆସନରେ ବିଜୟୀ ହେବ।

ସେହିପରି ଟୁଡେ’ ଚାଣକ୍ୟର ସର୍ଭେ ରିପୋର୍ଟ ଅନୁସାରେ ଭାରତୀୟ ଜନତା ପାର୍ଟିକୁ ଓଡ଼ିଶାରେ ୧୬ରୁ ଅଧିକ ଆସନ ମିଳିପାରେ। ବିଜେଡିକୁ ୪ରୁ ଅଧିକ ଓ କଂଗ୍ରେସକୁ ଗୋଟିଏରୁ ଅଧିକ ଲୋକସଭା ଆସନ ମିଳିପାରେ। ଏନ୍‌ଡିଟିଭି ସର୍ଭେ ରିପୋର୍ଟ ଅନୁସାରେ ବିଜେପିକୁ ୧୫, ବିଜେଡିକୁ ୩ରୁ୮ ଆସନରେ ବିଜୟ ହାସଲ ହେବ। ସେହିପରି ଜନ୍‌ କି ବାତ୍‌ ସର୍ଭେ ରିପୋର୍ଟ କରିଛି ଯେ, ଚଳିତ ଲୋକସଭା ନିର୍ବାଚନରେ ଓଡ଼ିଶାରୁ ବିଜେପି ୧୫ରୁ ୧୮ଟି ଆସନ ହାତେଇବ। ବିଜେଡିକୁ ୩ରୁ ୭ଟି ଆସନରେ ବିଜୟ ମିଳିପାରେ। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳକୁ ୨୧ରୁ ୧୨ଟି ମିଳିଥିଲା। ବିଜେପି ୮ଟି ଓ କଂଗ୍ରେସ ଗୋଟିଏରେ ବିଜୟୀ ହୋଇଥିଲା।

Previous Post

ଆସିଲା ଏକଜିଟ ପୋଲ୍ ଆକଳନ : ଦେଶରେ ପୁଣି ଥରେ ମୋଦୀ ସରକାର

Next Post

ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି: ସସ୍ମିତ ପାତ୍ର

FNN WEB

FNN WEB

Next Post
ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି: ସସ୍ମିତ ପାତ୍ର

ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି: ସସ୍ମିତ ପାତ୍ର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.