• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

FNN WEB by FNN WEB
June 3, 2024
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ
0
SHARES
1
VIEWS

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ, ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2024) ୦୬.୦୫. ୨୦୨୪ ରୁ ୧୦.୦୫.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ବବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରଚଳିତ ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ଯଥା B. Pharm, LE-Tech. (Dip), LE-Tech. (B.Sc.), B CAT (2 streams), MBA, MCA, Int. MBA, LE-Pharm., M. Pharm, M. Arch, M. Plan , M. Tech. (11 specialisations) ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପୁଟର ଆଧାରିତ ପରୀକ୍ଷା (Computer Based Test) ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା । ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ୫୭ ଟି କେନ୍ଦ୍ର ସହିତ ରାଜ୍ୟ ବାହାରେ ୩ଟି ସହର ଯଥା କଲିକତା, ପାଟଣା ଏବଂ ରାଞ୍ଚିରେ ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଏ ବର୍ଷ ସମୁଦାୟ ୬୫,୭୪୨ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବାବେଳେ ୫୬,୦୪୭ ପରୀକ୍ଷାର୍ଥୀ (85.25% ) ପରୀକ୍ଷାରେ ଭାଗ ନେଇଥିଲେ । ତନ୍ମଧ୍ୟରୁ ୫୬,୦୦୦ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ଦିଆଯାଇଛି ।

ପରୀକ୍ଷାର୍ଥୀ ମାନେ OJEE website (www.ojee.nic.in/ www.odishajee.com ) ରୁ ନିଜ ନିଜର Rank Card ପାଇପାରିବେ । ସମସ୍ତ ଯୋଗ୍ୟ ବିବେଚିତ ହୋଇଥିବା ପ୍ରାର୍ଥୀ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ବବିଦ୍ୟାଳୟ ଓ ବୈଷୟିକ ଏବଂ ବୃତ୍ତିଗତ ଶିକ୍ଷା ଅନୁଷ୍ଠାନ ଗୁଡିକରେ ନାମ ଲେଖାଇବା ପାଇଁ OJEE କାଉନସେଲିଂରେ ଅଂଶଗ୍ରହଣ କରିପାରିବେ।

Previous Post

ଆସନ୍ତାକାଲିଠାରୁ ପୁଣି ବଢିବ ତାତି

Next Post

କାଲି ଭୋଟ୍ ଗଣତି, ରାଜ୍ୟରେ ୭୦ଟି କେନ୍ଦ୍ରରେ ହେବ ମତଗଣନା: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

FNN WEB

FNN WEB

Next Post
ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ

କାଲି ଭୋଟ୍ ଗଣତି, ରାଜ୍ୟରେ ୭୦ଟି କେନ୍ଦ୍ରରେ ହେବ ମତଗଣନା: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.