• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାରବାଟୀ-କଟକରେ ଜିତିଲେ ସୋଫିଆ ଫିର୍ଦ୍ଦୋସ୍

FNN WEB by FNN WEB
June 4, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବାରବାଟୀ-କଟକରେ ଜିତିଲେ ସୋଫିଆ ଫିର୍ଦ୍ଦୋସ୍
0
SHARES
0
VIEWS

ଭୁବନେଶ୍ବର: ବାରବାଟୀ-କଟକରେ ପୁଣି କମାଲ୍ କଲା କଂଗ୍ରେସ। ନିଜ ଗଡ ବଞ୍ଚାଇ ରଖିଲା କଂଗ୍ରେସ। ୨୦୨୪ ବାଜିରେ ବିଜୟୀ ହେଲେ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ୍। କଟକବାସୀ ଯୁବନେତ୍ରୀ ସୋଫିଆଙ୍କୁ ସମର୍ଥନ ଦେଇଛନ୍ତି। ତେବେ ବିଜେପିର ପ୍ରତିଦ୍ୱନ୍ଦୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ବିଜେଡିର ପ୍ରକାଶ ଚନ୍ଦ୍ର ବେହେରାଙ୍କୁ ହରାଇ ବିଜୟୀ ହୋଇଛନ୍ତି ସୋଫିଆ। ତେବେ ୨୦୧୯ରେ ବାରବାଟୀ ଆସନରେ କଂଗ୍ରେସର ମହମ୍ମଦ ମୋକିମ ବିଜୟୀ ହୋଇଥିଲେ। ୨୦୨୪ରେ ମୋକିମଙ୍କ ଝିଅଙ୍କୁ ଟିକେଟ୍ ଦେଇଥିଲା ଦଳ। ଆଉ ତାଙ୍କ ସାମ୍ନାରେ ବିଜେପି ଓ ବିଜେଡି ବଡ ନେତା ଏବଂ ଚର୍ଚ୍ଚିତ ଚେହେରାଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସର ଯାଦୁ ଆଗରେ ସମସ୍ତ ବିରୋଧୀ ପରାଜିତ ହୋଇଛନ୍ତି।

Previous Post

ଅଶୋକ ପଣ୍ଡାଙ୍କୁ ହରାଇଲେ ବାବୁ ସିଂ

Next Post

ଦିଗପହଣ୍ଡିରେ ଜିତିଲେ ସିଦ୍ଧାନ୍ତ, ବଡଚଣାରେ ବର୍ଷା ପରାସ୍ତ

FNN WEB

FNN WEB

Next Post
ଦିଗପହଣ୍ଡିରେ ଜିତିଲେ ସିଦ୍ଧାନ୍ତ, ବଡଚଣାରେ ବର୍ଷା ପରାସ୍ତ

ଦିଗପହଣ୍ଡିରେ ଜିତିଲେ ସିଦ୍ଧାନ୍ତ, ବଡଚଣାରେ ବର୍ଷା ପରାସ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.