• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

FNN WEB by FNN WEB
June 5, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ
0
SHARES
2
VIEWS


ଏକ ସ୍ୱର୍ଣ୍ଣିମ ଯୁଗର ଅବସାନ

ଭୁବନେଶ୍ବର: ଦୀର୍ଘ ୨୪ ବର୍ଷ ଧରି ନବୀନ ବାବୁଙ୍କ ନେତୃତ୍ୱରେ ଓଡ଼ିଶା ସ୍ୱର୍ଣ୍ଣିମ ଅଧ୍ୟାୟ ରଚିଲା। ଅଢେ଼ଇ ଦଶନ୍ଧୀ ତଳେ ଓଡ଼ିଶା କେଉଁଠି ଥିଲା ଆଉ ଆଜି କେଉଁଠି ଅଛି ତାହା ସମସ୍ତେ ଦେଖିପାରୁଛନ୍ତି। ଆଜି ଏକ ଯୁଗର ଅବସାନ ଘଟିଛି। ଓଡ଼ିଶା ନିର୍ବାଚନର ଫଳାଫଳ ଆସିବା ପରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ଆଜି ନବୀନ ପଟ୍ଟନାୟକ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ନବୀନ ପଟ୍ଟନାୟକ ନିଜର ଇସ୍ତଫା ପତ୍ର ପ୍ରଦାନ କରିବା ପରେ ନବୀନ ନିବାସକୁ ଫେରିଛନ୍ତି। ଚଳିତ ନିର୍ବାଚନରେ ବଡ଼ ପରାଜୟର ସାମ୍ନା କରିଛି ବିଜେଡି। ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି। ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି। ୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

ତେବେ ଚଳିତ ନିର୍ବାଚନର ଫଳଫଳ ଆସିବା ପରେ ଅନେକ ମାଣ୍ୟଗଣ୍ୟ ବ୍ୟକ୍ତି, ସାଧାରଣ ଲୋକ, ଛାତ୍ରଛାତ୍ରୀ ସାମାଜିକ ଗଣମାଧ୍ୟମରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି। ବିଭିନ୍ନ ପୋଷ୍ଟରେ ଲେଖାଯାଇଛି ଯେ ୨୪ ବର୍ଷ ଧରି ଓଡ଼ିଶାକୁ ବିକାଶ ପଥରେ ଆଗେଇ ନେଇଥିବା ନବୀନ ବାବୁଙ୍କୁ ଅଶେଷ ଧନ୍ୟବାଦ। ଆପଣଙ୍କର ଏହି ଅବଦାନ ପାଇଁ ସର୍ବଦା ଚୀର ସ୍ମରଣୀୟ ରହିବେ। ସେହିପରି ଅନ୍ୟ ଜଣେ ଲେଖିଛନ୍ତି, ଯେବେ ଯେବେ ଓଡ଼ିଶାରେ ବାତ୍ୟା, ବନ୍ୟା ଆସିବ ସେତେବେଳେ ନବୀନ ବାବୁଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ମନେପଡିବ। ସାରା ଦୁନିଆକୁ ବିପର୍ଯ୍ୟୟ ମୁକାବିଲାର ମନ୍ତ୍ର ଦେଇଛନ୍ତି। ତାଙ୍କର ଅସାଧାରଣ ବ୍ୟକ୍ତିତ୍ୱ ଏବଂ ପାରିଦର୍ଶୀତା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ। ଆମ ପିଢ଼ୀ ଗର୍ବର ସହ କହି ପାରିବ ଯେ ନବୀନ ବାବୁ ଓଡ଼ିଶାକୁ କେଉଁଠାରୁ ଆଣି କେଉଁଠି ପହଞ୍ଚାଇ ଦେଲେ ବୋଲି ସେ ଉଲ୍ଲେଖ କରିଛନ୍ତି।

ଆଉ ଜଣେ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି, ରାଜନୀତିରେ ପରିବର୍ତ୍ତନ ସ୍ୱାଭାବିକ। କିନ୍ତୁ ନବୀନ ବାବୁ କେବଳ ଓଡ଼ିଶା ନୁହେଁ ଜାତୀୟ ରାଜନୀତିରେ ବି ନିଜର ଅବିଷ୍ମରଣୀୟ ଛାପ ଛାଡ଼ି ଯାଇଛନ୍ତି। ୨୪ ବର୍ଷର ଉତ୍ସର୍ଗୀକୃତ ସେବା ପାଇଁ ହୃଦୟରୁ ଧନ୍ୟବାଦ। ଅନ୍ୟ ଜଣଙ୍କ ମତରେ ଏକ ଅଭାବୀ ରାଜ୍ୟ ଆଜି ଆର୍ଥିକ ସ୍ୱଚ୍ଛଳ ରାଜ୍ୟ ହୋଇଛି। ଦେଶ ବିଦେଶରେ ଓଡ଼ିଶା ନିନ୍ଦା ଆଉ ଅପବାଦ ନୁହେଁ ବରଂ ସୁନାମ ପାଇଛି। ସବୁ କ୍ଷେତ୍ରରେ ଓଡ଼ିଶାର ଉକ୍ରର୍ଷ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ହୋଇଛି। ଏସବୁ ସଫଳତା ପାଇଁ ପ୍ରତିଟି ଓଡ଼ିଶାବାସୀଙ୍କ ହୃଦୟରେ ସବୁବେଳେ ରହିଥିବେ ନବୀନ ବାବୁ। ଜଣେ ଅତ୍ୟନ୍ତ ଭଦ୍ର ଏବଂ ଗୁଣୀ ବ୍ୟକ୍ତିଭାବେ ନବୀନ ବାବୁ ନିଜର ଅଭୂଲା ଛାପ ଛାଡ଼ି ଯାଇଛନ୍ତି। ତାଙ୍କର କାର୍ଯ୍ୟଶୈଳୀ ଆଗାମୀ ପିଢ଼ୀଙ୍କୁ ସର୍ବଦା ପ୍ରେରଣା ଦେଉଥିବ।

Previous Post

ଦିଲ୍ଲୀ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ

Next Post

ବିଜେପିରେ ସାମିଲ ହେଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

FNN WEB

FNN WEB

Next Post
ବିଜେପିରେ ସାମିଲ ହେଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

ବିଜେପିରେ ସାମିଲ ହେଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.