• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର. ବାଲକ୍ରିଷ୍ଣନ୍‌

FNN WEB by FNN WEB
June 6, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର. ବାଲକ୍ରିଷ୍ଣନ୍‌
0
SHARES
10
VIEWS

ଭୁବନେଶ୍ବର: ଓଡ଼ିଶାରୁ ବିଜେଡି ସରକାର ଗଲା ପରେ ଭିନ୍ନଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଗତକାଲି (ବୁଧବାର) ମୁଖ୍ୟମନ୍ତ୍ରୀ ପଦବିରୁ ଇସ୍ତଫା ଦେଲା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦୁଇ ଜଣ ବରିଷ୍ଠ ଅଧିକାରୀ ଇସ୍ତଫା ଦେଇଛନ୍ତି। ଏମାନେ ହେଲେ ସୁରେଶ ଚନ୍ଦ୍ର ମହାପାତ୍ର ଓ ଆର୍‌ ବାଳକ୍ରିଷ୍ଣନ। ‘ସିଏମ୍‌ଓ’ର ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ମହାପାତ୍ର ଇସ୍ତଫା ଦେଇଛନ୍ତି। ସେହିପରି‌ ସ୍ବତନ୍ତ୍ର ଏଟିଭ୍‌ ଉପଦେଷ୍ଟା ପଦରୁ ବରିଷ୍ଠ ଅଧିକାରୀ ଆର. ବାଲକ୍ରିଷ୍ଣନ୍‌ ଇସ୍ତଫା ଦେଇଛନ୍ତି। ସେହିପରି ଆଇଟି ସଚିବ ମନୋଜ କୁମାର ମିଶ୍ର ମଧ୍ୟ ଇସ୍ତଫା ଦେଇଛନ୍ତି।

ସୁରେଶ ମହାପାତ୍ର ଓ ଆର. ବାଲକ୍ରିଷ୍ଣନଙ୍କ ଇସ୍ତଫାକୁ ଗ୍ରହଣ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି। ତେବେ ଏହି ଦୁଇ ଜଣ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଦୁହେଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ଏବେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇ ରିଟାୟର୍ଡ ଆଇଏଏସ୍ ଅଫିସର ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ସେ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ନବୀନ ପଟ୍ଟନାୟକ ନିଜର ଇସ୍ତଫା ପତ୍ର ପ୍ରଦାନ କରିବା ପରେ ନବୀନ ନିବାସକୁ ଫେରିଆସିଥିଲେ।

ଚଳିତ ନିର୍ବାଚନରେ ବଡ଼ ପରାଜୟର ସାମ୍ନା କରିଛି ବିଜେଡି। ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି। ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି। ୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

Previous Post

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର

Next Post

ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ, ଓଡ଼ିଶାରେ ଚାଲୁ ରହିଛି ବିଏସ୍‌କେୱାଇ

FNN WEB

FNN WEB

Next Post
ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ, ଓଡ଼ିଶାରେ ଚାଲୁ ରହିଛି ବିଏସ୍‌କେୱାଇ

ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ, ଓଡ଼ିଶାରେ ଚାଲୁ ରହିଛି ବିଏସ୍‌କେୱାଇ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.