• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

FNN WEB by FNN WEB
June 6, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ
0
SHARES
4
VIEWS

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ ଓ ସାଂସଦ ପ୍ରାର୍ଥୀ ଯୋଗଦେଇଛନ୍ତି।

ଗୋପବନ୍ଧୁ ଦାସ, ରବୀନ୍ଦ୍ର ଜେନା, କୌଶଲ୍ୟା ପ୍ରଧାନ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରିତିରଞ୍ଜନ ଘଡାଇ, ପଦ୍ମନାଭ ବେହେରା, ବିଶ୍ନୁବ୍ରତ ରାଉତରାୟ, ବିକ୍ରମ କେଶରୀ ଆରୁଖ, ଶ୍ରୀକାନ୍ତ ସାହୁ, ପ୍ରଭୁ ଜାନି, ବିକ୍ରମ ପଣ୍ଡା, ସୁବାସ ବେହେରା, ଅଶୋକ ପଣ୍ଡା, ସୁଶାନ୍ତ ବେହେରା ପ୍ରମୁଖ ବୈଠକରେ ଯୋଗଦେଇଛନ୍ତି। ସେହିପରି ପରାଜିତ ସାଂସଦ ପ୍ରାର୍ଥୀମାନେ ମଧ୍ୟ ନବୀନ ନିବାସରେ ଆୟୋଜିତ ବୈଠକରେ ଯୋଗ ଦେଇଛନ୍ତି। ସେମାନେ ହେଲେ ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ପ୍ରଣବ ପ୍ରକାଶ ଦାସ, ଅବିନାଶ ସାମଲ, ଶର୍ମିଷ୍ଠା ସେଠୀ, ରାଜଶ୍ରୀ ମଲ୍ଲିକ, ପ୍ରଦୀପ ମାଝୀ, ମଞ୍ଜୁଲତା ମଣ୍ଡଳ, ଲେଖାଶ୍ରୀ ସାମନ୍ତସିଂହାର ନବୀନ ନିବାସରେ ଆୟୋଜିତ ବୈଠକରେ ପହଞ୍ଚିଥିଲେ।

Previous Post

ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ, ଓଡ଼ିଶାରେ ଚାଲୁ ରହିଛି ବିଏସ୍‌କେୱାଇ

Next Post

ଓଡ଼ିଶାରେ ସରକାର ଗଠନ ପ୍ରକ୍ରିୟା ଆରମ୍ଭ, ଦିଲ୍ଲୀରେ ନବନିର୍ବାଚିତ ବିଜେପି ସାଂସଦ

FNN WEB

FNN WEB

Next Post
ଓଡ଼ିଶାରେ ସରକାର ଗଠନ ପ୍ରକ୍ରିୟା ଆରମ୍ଭ, ଦିଲ୍ଲୀରେ ନବନିର୍ବାଚିତ ବିଜେପି ସାଂସଦ

ଓଡ଼ିଶାରେ ସରକାର ଗଠନ ପ୍ରକ୍ରିୟା ଆରମ୍ଭ, ଦିଲ୍ଲୀରେ ନବନିର୍ବାଚିତ ବିଜେପି ସାଂସଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.