• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

୯ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

FNN WEB by FNN WEB
June 6, 2024
in ଜାତୀୟ, ମୁଖ୍ୟ ଖବର
0
୯ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି
0
SHARES
6
VIEWS

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହେବ ମୋଦି 3.O। ଆସନ୍ତା ୯ ତାରିଖରେ ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ ୮ ତାରିଖରେ ନୁହେଁ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ। ମୋଦିଙ୍କ ସମେତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବି ଶପଥ ନେବ। ତେଣୁ ଏବେ ଆରମ୍ଭ ହୋଇ ଯାଇଛି କିଏ କିଏ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବେ। ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶକୁ ଏଥର କେନ୍ଦ୍ର ମନ୍ତ୍ରୀ ମଣ୍ଡଳରରେ ଅଧିକ ଗୁରୁତ୍ବ ମିଳିପାରେ।

ଆନ୍ଧ୍ରରୁ ଚନ୍ଦ୍ରବାବୁ ନାଇଡୁ ଓ ବିହାରରୁ ନୀତୀଶ କୁମାର ବି ନିଜ ନିଜ ଦାବି ନେଇ ଦିଲ୍ଲୀରେ ଡେରା ପକାଇଛନ୍ତି । ମିଳିଥିବା ସୂଚନା ମୁତାବକ ଉଭୟ ନେତା ବାଚସ୍ପତି ଓ ତିନିଟି ମନ୍ତ୍ରୀ ପାଇଁ ଦାବି କରୁଛନ୍ତି। ତେଣୁ ସମୟ ଯେତେ ବଢ଼ୁଛି କଳ୍ପନାଜଳ୍ପନା ବି ସେତିକି ବଢ଼ିବାରେ ଲାଗିଛି।

ସେପଟେ ଶପଥ ଗ୍ରହଣରେ ସାମିଲ ହେବାକୁ ବାଂଲାଦେଶ, ଶ୍ରୀଲଙ୍କା, ନେପାଳରୁ ରାଜ୍ ଅତିଥି ଭାରତକୁ ଆସିବେ। ଏଥିପାଇଁ ବି ପ୍ରସ୍ତୁତି ଆରମ୍ଭ ହେଲାଣି। ମୋଦି ପ୍ରଥମ ଥର ପାଇଁ ୨୬ ମେ’ ୨୦୧୪ରେ ଓ ୩୦ ମେ’ ୨୦୧୯ରେ ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ।

ଅନ୍ୟପଟେ ଲୋକସଭା ନିର୍ବାଚନ ଫଳାଫଳ ପରେ ଦିଲ୍ଲୀରେ ଗତକାଲି ଏନଡିଏ ବୈଠକ ଶେଷ ହୋଇଛି । ଏହି ବୈଠକରେ ଏନଡିଏର ସମସ୍ତ ଦଳ ନିଜର ସମର୍ଥନ ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପ୍ରଦାନ କରିଛନ୍ତି । ଆସନ୍ତାକାଲି ଏନଡିଏ ସାଂସଦଙ୍କ ବୈଠକ ପରେ ସମସ୍ତ ସହଯୋଗୀ ଦଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ।

ରାଜନାଥ ସିଂହ, ଅମିତ ଶାହା ଏବଂ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ସହଯୋଗୀ ଦଳମାନଙ୍କ ସହ ସରକାର ଗଠନ ନେଇ ଆଲୋଚନା କରିବେ । ଆସନ୍ତାକାଲି ବିଜେପି ସଂସଦୀୟ ଦଳର ପ୍ରଥମ ବୈଠକ ଅନୁଷ୍ଠିତ ହେବ ଏବଂ ପରେ ଏନଡିଏ ସଂସଦୀୟ ଦଳର ବୈଠକ ବସିବ । ଏହାପରେ ଏନଡିଏ ରାଷ୍ଟ୍ରପତିଙ୍କୁ ସମର୍ଥନ ପତ୍ର ପ୍ରଦାନ କରି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

Previous Post

ନିର୍ବାଚନ ସରିବା ପରେ ହଟିଲା ଆଦର୍ଶ ଆଚରଣ ବିଧି

Next Post

ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

FNN WEB

FNN WEB

Next Post
ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.