• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ମୋଦୀଙ୍କ କ୍ୟାବିନେଟ୍ ୩.୦: କାହାକୁ ମିଳିଲା କେଉଁ ମନ୍ତ୍ରଣାଳୟ

FNN WEB by FNN WEB
June 10, 2024
in ଜାତୀୟ, ମୁଖ୍ୟ ଖବର
0
ମୋଦୀଙ୍କ କ୍ୟାବିନେଟ୍ ୩.୦: କାହାକୁ ମିଳିଲା କେଉଁ ମନ୍ତ୍ରଣାଳୟ
0
SHARES
5
VIEWS

ଶାହାଙ୍କୁ ସ୍ବରାଷ୍ଟ୍ର, ରାଜନାଥଙ୍କୁ ପ୍ରତିରକ୍ଷା, ନିର୍ମଳାଙ୍କୁ ମିଳିଲା ଅର୍ଥ

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ତାଙ୍କ ନୂତନ କ୍ୟାବିନେଟ ସହିତ ପ୍ରଥମ ବୈଠକ କରିଛନ୍ତି। ନୂତନ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ମଧ୍ୟ ମନ୍ତ୍ରଣାଳୟ ବଣ୍ଟନ କରାଯାଇଛି। ମନ୍ତ୍ରଣାଳୟର ବଣ୍ଟନରେ ପୂର୍ବ ସରକାରଙ୍କ ଝଲକ ଦେଖିବାକୁ ମିଳିଛି। ଶ୍ରେଷ୍ଠ ୪ ମନ୍ତ୍ରଣାଳୟ ଯାହାଙ୍କ ପାଖରେ ଥିଲା ସେମାନଙ୍କୁ ସେହି ମନ୍ତ୍ରଣାଳୟ ଦିଆଯାଇଛି। ଏଥି ସହିତ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କିଛି ମନ୍ତ୍ରଣାଳୟ ନିଜ ପାଖରେ ରଖିଛନ୍ତି। ପ୍ରଧାନମନ୍ତ୍ରୀ ନିଜ ପାଖରେ ବ୍ୟକ୍ତିଗତ, ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ମହାକାଶ ବିଭାଗ ରଖିଛନ୍ତି। କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଓ ହର୍ଷ ମାଲହୋତ୍ରା ପରିବହନ ବିଭାଗ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି। ସେହିପରି ରାଜନାଥ ସିଂଙ୍କୁ ପ୍ରତିରକ୍ଷା, ଅମିତ ଶାହାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଶିବରାଜ ସିଂ ଚୌହାନଙ୍କୁ କୃଷି, ଗ୍ରାମ୍ୟ ଉନ୍ନୟନ, ନିର୍ମଳା ସୀତାରମଣଙ୍କୁ ଅର୍ଥ, ଏସ୍‌. ଜୟଶଙ୍କରଙ୍କୁ ବୈଦେଶିକ ବ୍ୟାପାର, ମନୋହର ଲାଲ ଖଟ୍ଟରଙ୍କୁ ଶକ୍ତି, ସହରାଞ୍ଚଳ ବିକାଶ ଓ ଗୃହ ନିର୍ମାଣ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ, ସୂଚନା ଓ ପ୍ରସାରଣ, ଚିରାଗ ପାଶଓ୍ବାନଙ୍କୁ ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ମନ୍ତ୍ରଣାଳୟ ମିଳିଛି।

ଏଚଡି କୁମାରସ୍ବାମୀଙ୍କୁ ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରଣାଳୟ, ପୀୟୂଷ ଗୋୟଲଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ, ଜିତନ ରାମ ମାନ୍‌ଝୀଙ୍କୁ ଏମଏସଏମଇ, ସର୍ବାନନ୍ଦ ସୋନେୱାଲଙ୍କୁ ବନ୍ଦର ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟ, ବୀରେନ୍ଦ୍ର କୁମାରଙ୍କୁ ସମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ, ରାମ ମୋହନ ନାଇଡୁ କିଞ୍ଜରାପ୍ପୁଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଗିରିରାଜ ସିଂଙ୍କୁ ବୟନଶିଳ୍ପ ମନ୍ତ୍ରଣାଳୟ, ଜ୍ୟୋତିରାଦିତ୍ୟ ସିନ୍ଦିଆଙ୍କୁ ଟେଲିକମ ଓ ଉତ୍ତର ପୂବଆ ରାଜ୍ୟ ବିକାଶ ମନ୍ତ୍ରଣାଳୟ ମିଳିଛି। ଭୂପେନ୍ଦ୍ର ଯାଦବଙ୍କୁ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ, ଗଜେନ୍ଦ୍ର ସିଂହ ଶିଖାୱତଙ୍କୁ ପର୍ଯ୍ୟଟନ ଓ ସଂସ୍କୃତି, ଅନପୂର୍ଣ୍ଣା ଦେବୀଙ୍କୁ ମହିଳା ଓ ଶିଶୁ ବିକାଶ, କିରଣ ରିଜିଜୁଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ, ହରଦୀପ ସିଂ ପୁରୀଙ୍କୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ, ମନସୁଖ ମାଣ୍ଡଭ୍ୟଙ୍କୁ ଶ୍ରମ ସହ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ, ଜି କିଶନ ରେଡ୍ଡୀଙ୍କୁ କୋଇଲା ଓ ଖଣି ମନ୍ତ୍ରଣାଳୟ, ସିଆର ପାଟିଲଙ୍କୁ ଜଳ ଶକ୍ତି ମନ୍ତ୍ରଣାଳୟ ମିଳିଛି।

କ୍ୟାବିନେଟ ପାହ୍ୟା
ଅମିତ ଶାହ – ଗୃହ ମନ୍ତ୍ରଣାଳୟ
ରାଜନାଥ ସିଂ – ପ୍ରତିରକ୍ଷା ମନ୍ତ୍ରଣାଳୟ
ନିତିନ ଗଡକରୀ – ସଡକ ପରିବହନ ମନ୍ତ୍ରଣାଳୟ
ଜେପି ନଡ୍ଡା – ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ଶିବରାଜ ସିଂ ଚୌହାନ – କୃଷି ମନ୍ତ୍ରଣାଳୟ, ପଞ୍ଚାୟତିରାଜ ମନ୍ତ୍ରଣାଳୟ
ନିର୍ମଳା ସୀତାରମଣ – ଅର୍ଥ ମନ୍ତ୍ରଣାଳୟ
ଏସ୍ ଜୟଶଙ୍କର – ବୈଦେଶିକ ମନ୍ତ୍ରଣାଳୟ
ଏଚଡି କୁମାରସ୍ୱାମୀ – ଭାରୀ ଶିଳ୍ପ ଏବଂ ଇସ୍ପାତ ମନ୍ତ୍ରଣାଳୟ
ପୀୟୁଷ ଗୋୟଲ – ବାଣିଜ୍ୟ ମନ୍ତ୍ରଣାଳୟ
ମନୋହର ଲାଲ ଖଟ୍ଟର – ଶକ୍ତି ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରଣାଳୟ
ଜିତନ୍ ରାମ ମାଂଝୀ – ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ
ଧର୍ମେନ୍ଦ୍ର ପ୍ରଧାନ – ଶିକ୍ଷା ମନ୍ତ୍ରଣାଳୟ
ସର୍ବାନନ୍ଦ ସୋନୋୱାଲ – ବନ୍ଦର ପରିବହନ ମନ୍ତ୍ରୀ
ଲଲନ ସିଂ – ପଞ୍ଚାୟତିରାଜ ମନ୍ତ୍ରଣାଳୟ, ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ମନ୍ତ୍ରଣାଳୟ
ବିରେନ୍ଦ୍ର କୁମାର – ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ
ରାମମୋହନ ନାଇଡୁ – ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ
ପ୍ରହ୍ଲାଦ ଯୋଶୀ – ଗ୍ରାହକ ବ୍ୟାପାର ମନ୍ତ୍ରଣାଳୟ
ଗିରିରାଜ ସିଂ – ବୟନ ମନ୍ତ୍ରଣାଳୟ
ଜୁଏଲ୍ ଓରାମ – ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ
ଅଶ୍ୱିନୀ ବୈଷ୍ଣବ – ରେଳ ମନ୍ତ୍ରଣାଳୟ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ
ଜ୍ୟୋତିରାଦିତ୍ୟ ସିନ୍ଧିଆ – ଟେଲିକମ୍ ମନ୍ତ୍ରଣାଳୟ, ଉତ୍ତର ପୂର୍ବ ବିକାଶ ମନ୍ତ୍ରଣାଳୟ
ଭୁପେନ୍ଦ୍ର ଯାଦବ – ପରିବେଶ ମନ୍ତ୍ରଣାଳୟ
ଗଜେନ୍ଦ୍ର ସିଂ ଶେଖୱାତ – ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ
ଅନ୍ନପୂର୍ଣ୍ଣା ଦେବୀ – ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ
କିରେନ୍ ରିଜିଜୁ – ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ
ହରଦୀପ୍ ସିଂ ପୁରୀ – ପେଟ୍ରୋଲିୟମ ମନ୍ତ୍ରଣାଳୟ
ମାନସୁଖ ମାଣ୍ଡବ୍ୟ – ଶ୍ରମ ମନ୍ତ୍ରଣାଳୟ
ଜି କିଶାନ୍ ରେଡ୍ଡୀ – କୋଇଲା ଏବଂ ଖଣି ମନ୍ତ୍ରଣାଳୟ
ସିଆର ପାଟିଲ୍ – ଜଳ ଶକ୍ତି ମନ୍ତ୍ରୀ
ଚିରାଗ ପାସୱାନ୍ – କ୍ରୀଡା ଏବଂ ଯୁବ କଲ୍ୟାଣ ମନ୍ତ୍ରଣାଳୟ, ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟ

ରାଷ୍ଟ୍ରମନ୍ତ୍ରୀ ପାହ୍ୟା
ହର୍ଷ ମାଲହୋତ୍ରା, ସଡକ ପରିବହନ ରାଷ୍ଟ୍ରମନ୍ତ୍ରୀ
ଅଜୟ ତମତା, ସଡକ ପରିବହନ ରାଷ୍ଟ୍ରମନ୍ତ୍ରୀ
ସୁରେଶ ଗୋପୀ, ପେଟ୍ରୋଲିୟମ, ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ
—————-
ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ)
ଜିତେନ୍ଦ୍ର ସିଂ, ପିଏମଓ, ବିଜ୍ଞାନ ଓ ବୈଷୟିକ
ଅର୍ଜୁନ ମେଘୱାଲ, ଆଇନ ଓ ନ୍ୟାୟ

Previous Post

ଆହୁରି ଜାଳିବ ପ୍ରଚଣ୍ଡ ତାତି, ହିଟ୍‌ୱେଭ୍‌ ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC

Next Post

ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ

FNN WEB

FNN WEB

Next Post
ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ

ଅପରିବର୍ତ୍ତିତ ରହିଲା ଅଶ୍ୱିନୀ, ଧର୍ମେନ୍ଦ୍ର ଓ ଜୁଏଲଙ୍କ ମନ୍ତ୍ରାଳୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.