• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଲେ ମୋହନ ମାଝୀ

FNN WEB by FNN WEB
June 11, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଲେ ମୋହନ ମାଝୀ
0
SHARES
16
VIEWS

ଭୁବନେଶ୍ବର: ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି।

ଏହାପରେ ରାଜ୍ୟପାଳ ତାଙ୍କୁ ସରକାର ଗଠନ କରିବାକୁ ଅନୁମତି ଦେଇଛନ୍ତି। ଆସନ୍ତାକାଲି ଅପରାହ୍ନ ୫ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ଗ୍ରହଣ କରିବେ। ଆଜି ମୋହନ ମାଝୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିଥିଲେ। ଏମାନଙ୍କ ବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଆଉ କିଛି ବରିଷ୍ଠ ବିଜେପି ନେତା ମଧ୍ୟ ରହିଥିଲେ।

Previous Post

ରାଜ୍ୟକୁ ଏକ ନମ୍ବର କରିବାକୁ ପ୍ରୟାସ କରାଯିବ: ମୋହନ ମାଝୀ

Next Post

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.