• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ୍‌ ମାଝୀଙ୍କ ନାମରେ ଫେକ୍‌ ଆଇଡି

FNN WEB by FNN WEB
June 13, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀ ମୋହନ୍‌ ମାଝୀଙ୍କ ନାମରେ ଫେକ୍‌ ଆଇଡି
0
SHARES
31
VIEWS

ଭୁବନେଶ୍ବର: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍‌ ଆଇଡି ଖୋଲା ହୋଇଛି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍‌ନାମ କରିବାକୁ ଉଦ୍ୟମ କରାଯାଇଛି। ସେହି ‌ଫେକ୍‌ ଆକାଉଣ୍ଟରେ ଫେକ୍‌ ନ୍ୟୁଜ୍‌ ପୋଷ୍ଟ ହେଉଛି, ଯାହାକି ଅନେକଗୁଡ଼ିଏ ଡିଜିଟାଲ ଓ ଟେଲିଭିଜନରେ ପ୍ରକାଶ ପାଇଛି। ଏଘଟଣା ସଂର୍ପରେ ସରକାର ଜାଣିବା ପରେ ସ୍ପଷ୍ଟୀକରଣ ରଖିଛନ୍ତି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପୋଷ୍ଟ କରିଥିବା ପେଜରୁ ଦେଖିବାକୁ ମିଳିଛି ଦୁଇଟି(ଫେକ୍‌ ଓ ପ୍ରକୃତ)ର ମାଷ୍ଟହେଡ୍‌ ସମାନ ରହିଥିଲା ବେଳେ ଫେକ୍‌ ଆକାଉଣ୍ଟ @mohanmajhi_BJP ଲେଖାଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ‘ଏକ୍ସ’ ଆକାଉଣ୍ଟ ହେଉଛି @MohanModisha। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଫେସ୍‌ବୁକ୍ ଆକାଉଣ୍ଟ https://facebook.com/MohanMOdisha ରହିଥିବା ବେଳେ Instagram https://instagram.com/mohanmodisha/ରହିଛି।

ମୋହନ ମାଝୀ ଗତକାଲି ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ସ୍ଥାନୀୟ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥଗ୍ରହଣ କରିଥିଲେ। ସମାରୋହରେ ୬ ଜଣ କେନ୍ଦ୍ରମନ୍ତ୍ରୀ, ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ, ନବନିର୍ବାଚିତ ସାଂସଦ, ବିଧାୟକ, ବିଜପେି ପଦାଧିକାରୀ ସାଧାରଣ ଜନତା ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଆଜି ଅପରାହ୍ନ ୪ଟା ୨୦ ମିନିଟରେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ ‘ଏକ୍ସ’ ଆକାଉଣ୍ଟରେ ୫ଟି ଓ ମୋ ସରକାର ହଟାଗଲା ବୋଲି ଏକ ପୋଷ୍ଟ ଲେଖାଯାଇଥିଲା। ଏହି ପୋଷ୍ଟ ସାମାଜିକ ଗଣମାଧ୍ୟମରେ ଖୁବ୍‌ ଭାଇରାଲ ମଧ୍ୟ ହୋଇଥିଲା। ଟେଲିଭିଜନ ଓ ଡିଜିଟାଲ ଗଣମାଧ୍ୟମରେ ଖବର ପ୍ରସାରଣ ତଥା ପ୍ରକାଶ ପାଇଥିଲା। ଏହାକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲଶ। ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ସରକାର ତତ୍ପରତା ଦେଖାଇଥିଲେ। ୫ଟି ଓ ମୋ ସରକାର ସମ୍ପର୍କିତ ଖବର ପ୍ରକାଶ ପାଇଥିବା ‘ଏକ୍ସ’ ଆକାଉଣ୍ଟଟି ମୁଖ୍ୟମନ୍ତ୍ରୀଙ୍କର ନୁହେଁ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଥିଲା।

Previous Post

ରାଜ୍ୟରେ ବଡ଼ ଧରଣର ସିବିଆଇ ରେଡ୍‌

Next Post

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

FNN WEB

FNN WEB

Next Post
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.