• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

FNN WEB by FNN WEB
June 13, 2024
in ଓଡ଼ିଶା, ମୁଖ୍ୟ ଖବର
0
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
0
SHARES
11
VIEWS

୫ ବର୍ଷରେ ୫୦ ବର୍ଷର ବଳକା କାମ ହେବ
ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ଭୁବନେଶ୍ଵର: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ ପରେ ସତ୍ୟବାଦୀ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁଆଣ୍ଡୋ ଷଠୀଘର ପରିଦର୍ଶନ କରିବା ସହ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସତ୍ୟବାଦୀ ବିଧାୟକ ଓଁପ୍ରକାଶ ମିଶ୍ର, ସାମିଲ ହୋଇଥିଲେ। ସୁଆଣ୍ଡୋରେ ପହଞ୍ଚିବା ପରେ ଲୋକଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ । ଲୋକଙ୍କ ଭଲମନ୍ଦ ବୁଝିବା ସହ ବିଭିନ୍ନ ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଇଛନ୍ତି। ପ୍ରତିଶ୍ରୁତି ଦେବା ସହ କହିଛନ୍ତି ଯେ, ଏ ସରକାର ଗରିବଙ୍କ ସରକାର, ଲୋକଙ୍କ ପାଖରେ ଆମେ ପହଞ୍ଚିବୁ । ୫ ବର୍ଷ ଭିତରେ ୫୦ ବର୍ଷର ବଳକା କାମ ପୂରଣ କରିବୁ । ଚାଷୀଙ୍କୁ ମିଳିଥିବା ପ୍ରତିଶ୍ରୁତି ୧୦୦ ଦିନ ଭିତରେ ପୂରଣ କରିବୁ । ୨୪ ବର୍ଷ ଭିତରେ ସରକାର ଘଟଣାସ୍ଥଳ ଯିବା ସାମ୍ନାକୁ କମ୍ ଆସିଛି । ଏହା ଗରିବଙ୍କ ସରକାର, ଗରିବ ହିସାବରେ ଆସିଛୁ । ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କ ମନରେ ସରକାରଙ୍କ ପ୍ରତି ଭରସା ସୃଷ୍ଟି କରିବା ପାଇଁ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତି ଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ସାଧାରଣ ଲୋକଙ୍କ ହିତକୁ ଆଖି ଆଗରେ ରଖି ଏସବୁ ସ୍ଥାନୀତ କରାଯାଇଛି । ଖୁବଶୀଘ୍ର ଏହି ପ୍ରତିଶୃତି ଗୁଡିକ ପୂରଣ କରାଯିବ ବୋଲି ସେ କହିଥିଲେ । ତାଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି. ସିଂହଦେଓ, ପ୍ରଭାତୀ ପରିଡ଼ା, ପୁରୀ ଏମପି ସମ୍ବିତ ପତ୍ର, ବାଲେଶ୍ୱର ଏମପି ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀର ଏମପି ସଂଗୀତ ସିଂହଦେଓ ଏବଂ ପୁରୀ ଜିଲାପାଳ ପ୍ରମୁଖ ଉପସ୍ଥିତି ରହିଥିଲେ।

ଆଜି ପ୍ରତ୍ୟୁଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମଙ୍ଗଳ ଆଳତୀ ସମୟରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ, ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲା ଯାଇଥିଲା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତି ଭକ୍ତିପ୍ରଣତି ଜଣାଇ ସାଧାରଣ ଲୋକଙ୍କ ଗହଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କଲେ। ମୁଖ୍ୟମନ୍ତ୍ରୀଙ୍କ ପାଇଁ କୌଣସି ସ୍ବତନ୍ତ୍ର ବନ୍ଦୋବସ୍ତ କରିବାକୁ ପଡି ନଥିଲା। ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସହିତ ଏକାକାର ହୋଇଥିଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଭକ୍ତଙ୍କ ଗହଣରେ ମନ୍ଦିର ଚତୁପାର୍ଶ୍ବ ପରିକ୍ରମା କରିଥିଲେ ମୁଖ୍ୟମନ୍ତ୍ରୀ। ମଙ୍ଗଳ ଆଳତୀ ସମୟରେ ଚାରି ଦ୍ବାର ଖୋଲିବା ପାଇଁ ଗତକାଲି ବିଳମ୍ବିତ ରାତ୍ରୀରେ ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ । ବିଳମ୍ବିତ ରାତ୍ରୀ ସତ୍ତ୍ବେ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପୁରୀ ଯିବା ବାଟରେ ସ୍ଥାନେ ସ୍ଥାନେ ମିଳିଥିଲା ଉଚ୍ଛସିତ ସମ୍ବର୍ଦ୍ଧନା। ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ବାଟରେ ଲୋକଙ୍କ ସହିତ ମିଶିଥିଲେ । ସାଧାରଣ ଜନତା ଅନୁଭବ କରୁଛନ୍ତି ଯେ ମୁଖ୍ୟମନ୍ତ୍ରୀ ହେଉଛନ୍ତି ସେମାନଙ୍କ ମଧ୍ୟରୁ ଜଣେ ।

ଦାୟିତ୍ବ ନେବା ପରେ ମୁଖ୍ୟମନ୍ତ୍ରୀ ପ୍ରଥମେ ଦୀର୍ଘ ଚାରି ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ବନ୍ଦ ଥିବା ଲୋକସେବା ଭବନକୁ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶ କଟକଣାକୁ ଉଠାଇ ଥିଲେ । ଲୋକସେବା ଭବନ ଠାରେ ରାଜ୍ୟ ମନ୍ତ୍ରୀମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଦୀର୍ଘ ୩ ଘଣ୍ଟା ସମୟ ଧରି ଲୋକଙ୍କ ସୁବିଧା ଅସୁବିଧା ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା । ବୈଠକ ପରେ ମୁଖ୍ୟମନ୍ତ୍ରୀ ନିଜେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନ ଠାରେ କ୍ୟାବିନେଟ ବୈଠକରେ ୪ ଗୋଟି ଜନକୈନ୍ଦ୍ରୀକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ବିଷୟରେ ସୂଚନା ଦେଇଥିଲେ।

Previous Post

ମୁଖ୍ୟମନ୍ତ୍ରୀ ମୋହନ୍‌ ମାଝୀଙ୍କ ନାମରେ ଫେକ୍‌ ଆଇଡି

Next Post

ବିଜେଡି ବିଧାୟକଙ୍କ ମନୋବଳ ବଢ଼ାଇଲେ ନବୀନ ପଟ୍ଟନାୟକ

FNN WEB

FNN WEB

Next Post
ବିଜେଡି ବିଧାୟକଙ୍କ ମନୋବଳ ବଢ଼ାଇଲେ ନବୀନ ପଟ୍ଟନାୟକ

ବିଜେଡି ବିଧାୟକଙ୍କ ମନୋବଳ ବଢ଼ାଇଲେ ନବୀନ ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.