• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି

FNN WEB by FNN WEB
June 14, 2024
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ଜୁଲାଇ ୧ରୁ ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ: ହଟିବ ଆଇପିସି, ସିଆରପିସି
0
SHARES
3
VIEWS

ସବୁ ଡିଜିପିଙ୍କ ସହ ଗୃହମନ୍ତ୍ରାଳୟର ଆଲୋଚନା

ଭୁବନେଶ୍ବର: ଜୁଲାଇ ପହିଲାରୁ ବ୍ରିଟିସ ଆଇନ ହଟିବ। ସାରା ଦେଶରେ ନୂଆ ପୁଲିସ ଆଇନ ଲାଗୁ ହେବ। ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ଦିଆଯିବ । ଏନେଇ ଗୃହମନ୍ତ୍ରାଳୟ ପକ୍ଷରୁ ସବୁ ଡିଜିପିଙ୍କ ସହ ଆଲୋଚନା କରାଯାଇଛି। ନୂଆ ଆଇନର କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଛି। ନୂଆ ଆଇନ ଆସିବା ପରେ ଆଇପିସି, ସିଆରପିସି ଓ ଏଭିଡେନ୍ସ ଆକ୍ଟକୁ ହଟାଇ ଦିଆଯିବ। ଇଣ୍ଡିଆନ ପେନାଲ କୋଡ୍ ପରିବତ୍ତେ ଆସିବ ଭାରତୀୟ ନ୍ୟାୟ ସଂହିତା।

ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ କହିଛନ୍ତି, ଆସନ୍ତା ଜୁଲାଇ ୧ ତାରିଖ ଠାରୁ ସାରା ଦେଶରେ ନୂଆ ପୁଲିସ ଆଇନ ଲାଗୁ ହେବ। ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ନୂଆ ଆଇନର କାର୍ଯ୍ୟକାରିତା ଉପରେ ବୈଠକରେ ଆଲୋଚନା ହୋଇଛି । ସବୁ ରାଜ୍ୟର ଡିଜିପି ଭିସି ଦ୍ୱାରା ବୈଠକରେ ସାମିଲ। ଫେବ୍ରୁଆରି ମାସରେ ଏ ନେଇ ବିଜ୍ଞପ୍ତି ଆସିଥିଲା। ଦେଶରୁ ହଟିବ ସିଆରପିସି, ଆଇପିସି ଓ ଏଭିଡ଼େନ୍ସ ଆକ୍ଟ। ଇଣ୍ଡିଆନ୍‌ ପେନାଲ୍‌ କୋଡ୍‌’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’, ‘କୋଡ୍‌ ଅଫ୍‌ କ୍ରିମିନାଲ୍‌ ପ୍ରୋସିଜିଓର’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍‌ ଏଭିଡେନ୍‌ସ୍‌ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ’ । ଏଥିରେ ପୂର୍ବରୁ ୫୧୧ଟି ସେକ୍‌ସନ୍‌ ଥିଲା, ଏବେ ୩୫୮ଟି ସେକ୍‌ସନ୍‌ ରହିବ। ୧୭୫ଟି ସେକସନ୍‌ ସଂଶୋଧନ କରାଯିବ । ପ୍ରାୟ ଦେଢ଼ ଶହ ବର୍ଷ ଧରି ଦେଶରେ ଇଂରେଜ ଅମଳର ପୋଲିସ ଆଇନ ଚାଲି ଆସିଥିଲା । ଏ ନେଇ ନ୍ୟାସନ୍ୟାଲ କ୍ରାଇମ ରେକର୍ଡ ବ୍ୟୁରୋ ଓ ଷ୍ଟେଟ କ୍ରାଇମ ରେକର୍ଡ ବ୍ୟୁରୋ ସହ ମିଳିତ ଆଲୋଚନା ଚାଲିଛି। ଏହି ନୂଆ ନିୟମକୁ କାର୍ଯ୍ୟକାରୀ କରିବା ପାଇଁ ଯାହା ପ୍ରାବଧାନ ରହିଛି ସେ ନେଇ ବରିଷ୍ଠ ଆଇପିଏସମାନଙ୍କ ସହ ଆଲୋଚନା କରିଛନ୍ତି ଡିଜିପି। କ୍ରାଇମବ୍ରାଞ୍ଚବ୍ରାଞ୍ଚ ଆଡିସିନାଲ ଡିଜି ଅରୁଣ ବୋଥ୍ରାଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି। ଅଡିସିନାଲ ଚିଫ ସେକ୍ରେଟାରୀଙ୍କ ନେତୃତ୍ୱରେ ଏକ ଷ୍ଟିଅରିଂ କମିଟି ଗଠନ ହୋଇଛି। କେନ୍ଦ୍ରର ଗୃହ ସଚିବ ଏ ନେଇ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପି ଭିସିରେ ରହି କାର୍ଯ୍ୟକାରିତା ଦିଗରେ ଅଧିକ ଆଲୋଚନା କରିଛନ୍ତି। ଏ ନେଇ ପୁଲିସ ଅଧିକାରୀମାନଙ୍କୁ ତାଲିମ ମଧ୍ୟ ଦିଆଯାଇଛି । ଜୁଲାଇ ୧ ମଧ୍ୟରେ ଯେତିକି କେସ ରୁଜୁ ହୋଇଥିବ ତାହା ପୁରୁଣା ସିଆରପିସି ଅଧୀନରେ ଟ୍ରାଏଲ କରାଯିବ।

Previous Post

ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର

Next Post

ରଜ ପାଳିଲେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଆ ଅସ୍ମିତାର କଥା

FNN WEB

FNN WEB

Next Post
ରାଜ୍ୟକୁ ଏକ ନମ୍ବର କରିବାକୁ ପ୍ରୟାସ କରାଯିବ: ମୋହନ ମାଝୀ

ରଜ ପାଳିଲେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଆ ଅସ୍ମିତାର କଥା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.