• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

କ୍ୟାବିନେଟର ବଡ଼ ନିଷ୍ପତ୍ତି: ଧାନ କ୍ବିଣ୍ଟାଲ ପିଛା ୨,୩୦୦ ଟଙ୍କା

FNN WEB by FNN WEB
June 19, 2024
in ଜାତୀୟ, ମୁଖ୍ୟ ଖବର
0
କ୍ୟାବିନେଟର ବଡ଼ ନିଷ୍ପତ୍ତି: ଧାନ କ୍ବିଣ୍ଟାଲ ପିଛା ୨,୩୦୦ ଟଙ୍କା
0
SHARES
1
VIEWS

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ତୃତୀୟ କାର୍ଯ୍ୟକାଳର ଦ୍ୱିତୀୟ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଧାନ, ରାଗି, ମିଲେଟ, ବାଜରା, ମକା ଏବଂ କପା ସମେତ ୧୪ଟି ଖରିଫ ଫସଲ ଉପରେ ସର୍ବନିମ୍ନ ସହାୟତା ମୂଲ୍ୟ(ଏମଏସପି) ଅନୁମୋଦନ କରାଯାଇଛି।

ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଆଜି କୃଷକଙ୍କ କଲ୍ୟାଣ ପାଇଁ କ୍ୟାବିନେଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖରିଫ ଫସଲ ପାଇଁ ୧୪ ଫସଲ ଉପରେ କ୍ୟାବିନେଟ ଏମଏସପି ଅନୁମୋଦନ କରିଛି। ଧାନର ନୂତନ ଏମଏସପି ୨,୩୦୦ ଟଙ୍କା ହୋଇଛି। ଯାହା ପୂର୍ବ ଏମଏସପି ତୁଳନାରେ ୧୧୭ ଟଙ୍କା ଅଧିକ। ୨୦୨୩-୨୪ ମସିହାରେ କ୍ୱିଣ୍ଟାଲ ପିଛା ୨୧୮୩ ଟଙ୍କାରୁ ୨୦୨୪-୨୫ରେ ୨,୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂର୍ଯ୍ୟମୁଖୀ ମଞ୍ଜି ଉପରେ ଏମଏସପି କୁଇଣ୍ଟାଲ ପିଛା ୯୮୩ ଟଙ୍କା ବୃଦ୍ଧି କରାଯାଇଛି ରାଶି ଉପରେ ଏମଏସପି କୁଇଣ୍ଟାଲ ପିଛା ୬୩୨ ଟଙ୍କା ବୃଦ୍ଧି କରାଯାଇଛି । ମସୁର ଏବଂ ହରଡ଼ ଡାଲି ଉପରେ ଏମଏସପି କୁଇଣ୍ଟାଲ ପିଛା ୫୫୦ ଟଙ୍କା ବୃଦ୍ଧି କରାଯାଇଛି। କପା ଏମଏସପି ୫୦୧ ଟଙ୍କା ବୃଦ୍ଧି ପାଇଛି।

ଆଜିର ନିଷ୍ପତ୍ତି ଅନୁଯାୟୀ କୃଷକମାନେ ଏମଏସପି ଭାବରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବେ। ଏହା ପୂର୍ବ ଋତୁ ତୁଳନାରେ ୩୫,୦୦୦ କୋଟି ଟଙ୍କା ଅଧିକ ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି।

ଅନ୍ୟ କ୍ୟାବିନେଟ ନିଷ୍ପତ୍ତିରେ ଭାରତର ପ୍ରଥମ ସାମୁଦ୍ରିକ ପବନ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏହା ୧ ଜିଡବ୍ଲୁ ଅଫଶୋର ପବନ ପ୍ରକଳ୍ପ, ପ୍ରତ୍ୟେକ ୫୦୦ ମେଗାୱାଟ ଗୁଜୁରାଟ ଏବଂ ତାମିଲନାଡୁ ଉପକୂଳରେ ହେବ। ଏହା ଭାରତ ପାଇଁ ଏକ ବଡ଼ ସୁଯୋଗ ବୋଲି ବୈଷ୍ଣବ କହିଛନ୍ତି।

Previous Post

୨୪ ବର୍ଷ ପରେ ବିରୋଧୀ ଦଳ ସିଟ୍‌ରେ ନବୀନ

Next Post

ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା ପାଇଁ ସମନ୍ୱୟ ବୈଠକ, ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ

FNN WEB

FNN WEB

Next Post
ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା ପାଇଁ ସମନ୍ୱୟ ବୈଠକ, ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ

ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ସେବା ପାଇଁ ସମନ୍ୱୟ ବୈଠକ, ଅଧିକ ଭଡ଼ା ଆଦାୟ କଲେ କାର୍ଯ୍ୟାନୁଷ୍ଠାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.