• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଣି ବିଧାନସଭା ମଙ୍ଗ ସମ୍ଭାଳିବେ ଜଣେ ମହିଳା ବାଚସ୍ପତି

FNN WEB by FNN WEB
June 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୁଣି ବିଧାନସଭା ମଙ୍ଗ ସମ୍ଭାଳିବେ ଜଣେ ମହିଳା ବାଚସ୍ପତି
0
SHARES
8
VIEWS

ଭୁବନେଶ୍ବର : ପୁଣି ବିଧାନସଭା ଦେଖିବ ମହିଳା ବାଚସ୍ପତି। ପ୍ରମିଳା ମଲ୍ଲିକଙ୍କ ପରେ ବିଧାନସଭା ପରିଚାଳନାର ମଙ୍ଗ ଧରିବେ ସୁରମା ପାଢୀ। ରଣପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସୁରମା ଆଜି ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୨୦୦୪ରୁ ୨୦୦୯ ଯାଏ ସୁରମା ବିଜେପି-ବିଜେଡି ମେଣ୍ଟ ସରକାରରେ ସମବାୟ ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ଲମ୍ବା ରାଜନୈତିକ କ୍ୟାରିୟରରେ ସୁରମାଙ୍କ ରହିଛି ଭରପୁର ଅଭିଜ୍ଞତା।

ସୁରମାଙ୍କୁ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି। ସେ ମଧ୍ୟ ସହମତି ପ୍ରକାଶ କରିଥିବା ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବିଜେପି ପାଖରେ ସଂଖ୍ୟାଗରିଷ୍ଠତା ଥିବାରୁ ସୁରମା ବାଚସ୍ପତି ଭାବେ ଆସନ୍ତାକାଲି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବାକୁ ଯାଉଛନ୍ତି।

ବାଚସ୍ପତି କିଏ ହେବେ ସେନେଇ ସସପେନ୍ସ ହଟିବା ପରେ ଏବେ କିଏ ହେବେ ଉପବାଚସ୍ପତି, ସରକାରୀ ଦଳ ମୁଖ୍ୟସଚେତକ ଓ ଉପମୁଖ୍ୟ ସଚେତକ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉପ ବାଚସ୍ପତି ଓ ଉପମୁଖ୍ୟ ସଚେତକ ରେସରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନାଁ ଅଧିକ ଚର୍ଚ୍ଚାରେ ଅଛି। ସେହିପରି ସରକାରୀ ଦଳ ମୁଖ୍ୟସଚେତକ ଭାବେ ବଡ଼ସାହି ବିଧାୟକ ସନାତନ ବିଜୁଳିଙ୍କ ନାଁ ଆଗରେ ଅଛି। ଏହାବାଦ ବି ଦଳ ସରପ୍ରାଇଜ୍ କାର୍ଡ ଖେଳିପାରେ। ଅପରପକ୍ଷେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମନ୍ତିମଣ୍ଡଳରେ ୧୬ ଜଣଙ୍କୁ ସାମିଲ କରାଯିବା ପରେ ଏବେ ବି ଆହୁରି ୬ ଜଣଙ୍କ ସ୍ଥାନ ଖାଲି ପଡିଛି। ନିୟମ ଅନୁଯାୟୀ ୨୨ ଜଣ ମନ୍ତ୍ରୀ ରହିପାରିବେ। ଖାଲି ଥିବା ଆଉ ୬ ମନ୍ତ୍ରୀ ପଦରେ କାହାକୁ ଦାୟିତ୍ୱ ମିଳୁଛି ସେନେଇ ମଧ୍ୟ ଦଳ ପର୍ଯ୍ୟାଲୋଚନା କରୁଛି। ବିଜେପିର ମୋଟ୍ ୫ ଜଣ ନେତ୍ରୀ ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ପୂର୍ବରୁ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦରେ ଦଳ ବସାଇ ସାରିଛି। ଏବେ ସୁରମା ହେବାକୁ ଯାଉଛନ୍ତି ବାଚସ୍ପତି।

Previous Post

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏଏସ୍ ଅଧିକାରୀ ଅପସାରିତ

Next Post

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

FNN WEB

FNN WEB

Next Post
ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.